Posted inଖେଳ

ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌: ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୨୯ା୭ (ପି.ଟି.)-ମଙ୍ଗଳବାର ଓ୍ବେଷ୍ଟଇଣ୍ଡଜି ବିପକ୍ଷ ୩ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଜିତିବା ପରେ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଇଂଲଣ୍ଡର ପଏଣ୍ଟ ସଂଖ୍ୟା ବର୍ତ୍ତମାନ ୨୨୬ରେ ପହଞ୍ଚତ୍ଛି। ଟେବୁଲରେ ଭାରତ ୩୬୦ ପଏଣ୍ଟ ସହ ଶୀର୍ଷ ସ୍ଥାନ ଅଧିକାର କରିଥିବାବେଳେ ଅଷ୍ଟ୍ରେଲିଆ (୨୯୬) ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ଓ୍ବେଷ୍ଟଇଣ୍ଡିଜ ପୂର୍ବଭଳି ୪୦ପଏଣ୍ଟ ସହ ୭ମ ସ୍ଥାନରେ ରହିଛି। ସିରିଜ ଆରମ୍ଭ ପୂର୍ବରୁ ଇଂଲଣ୍ଡ ୧୪୬ ପଏଣ୍ଟ ସହ ନ୍ୟୁଜିଳାଣ୍ଡ (୧୮୦) ପଛକୁ ଚତୁର୍ଥ ସ୍ଥାନରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ଖରାପ ଫର୍ମକୁ ନେଇ ବଡ଼ ବୟାନ

ପୁଣେ,୨୭।୪: ଦୀର୍ଘଦିନରୁ ବ୍ୟାଟିଂରେ ବିଫଳ ହେଉଛନ୍ତି ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଆଇପିଏଲ୍‌ର ଚଳିତ ସିଜନରେ କୋହଲି ୫ ଇନିଂସରେ ୯, ୦,୦, ୧୨,୧ ରନ୍‌...

୩୭୦ ଉଚ୍ଛେଦ ପ୍ରସଙ୍ଗରେ ମୁହଁ ଖୋଲିଲେ ପାକିସ୍ତାନ କ୍ରିକେଟର

ଇସଲମାବାଦ, ୬।୮: ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ୍‌ ଆଫ୍ରିଦ୍‌ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠାଇଯିବାକୁ ନେଇ ମୁହଁ ଖୋଲିଛନ୍ତି। ଏନେଇ ସେ ଜାତିସଂଘକୁ କଡା ସମାଲୋଚନା...

ପିତାଙ୍କୁ ମୃତ୍ୟୁରେ କୋହଲିଙ୍କ ଆଖିରେ ନ ଥିଲା ଟୋପାଏ ଲୁହ, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ପିତାଙ୍କ ମୃତ୍ୟୁ ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ବଦଳାଇ...

ସେହ୍ବାଗଙ୍କ ଆଇପିଏଲ୍‌ ଏକାଦଶରେ କୋହଲି ଅଧିନାୟକ

ନୂଆଦିଲ୍ଲୀ, ୧୨।୧୧- ବ୍ୟୟ ବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ପ୍ରତିଯୋଗିତା ଶେଷରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ...

ଆଇସିସି ନେଲା ବଡ଼ ନିଷ୍ପତ୍ତି: କ୍ରିକେଟର୍‌ ଏହି ୩ ନିୟମରେ ହେଲା ପରିବର୍ତ୍ତନ

ଭାରତ ଏବଂ ଇଂଲଣ୍ଡ ସିରିଜ ସମୟରେ ଅମ୍ପାୟାରଙ୍କ କଲ ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହି ଡିଆରଏସ୍‌ର ନିୟମକୁ ପୁନର୍ବିଚାର କରିବାକୁ ଦାବି ଉଠିଥିଲା। ଅନ୍ତର୍ଜାତୀୟ...

କରୋନାରେ ପୂର୍ବତନ ଫୁଟ୍‌ବଲରଙ୍କ ମୃତ୍ୟୁ

ମାଲାପୁରମ (କେରଳ), ୭ା୬ (ପି.ଟି.)- କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ପୂର୍ବତନ ସନ୍ତୋଷ ଟ୍ରଫି ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପ୍‌ ଖେଳାଳି ଇ. ହାମ୍‌ସାକୋୟାଙ୍କ ମୃତ୍ୟୁ ଘଟିଛି।...

ରାଜ୍ୟଗୋଷ୍ଠୀ ଜୁଡୋ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା

ଭୁବନେଶ୍ୱର, ୧୦।୭(କ୍ରୀଡ଼ା ପ୍ରତିନିଧି)-ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ଇଂଲଣ୍ଡର ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏଥିପାଇଁ ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳର ହିରୋ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତାଙ୍କ ନାତି

ନୂଆଦିଲ୍ଲୀ,୬।୨: ଭାରତୀୟ ଦଳ ତା’ର ପ୍ରାଧାନ୍ୟ ବଜାୟ ରଖି ରେକର୍ଡ ୫ମ ଥର ପାଇଁ ଜିତିଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ପୂରା ଟୁର୍ନାମେଣ୍ଟରେ ଅନେକ...

Advertisement
Archives

Model This Week