Posted inଖେଳ

ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌: ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୨୯ା୭ (ପି.ଟି.)-ମଙ୍ଗଳବାର ଓ୍ବେଷ୍ଟଇଣ୍ଡଜି ବିପକ୍ଷ ୩ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଜିତିବା ପରେ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଇଂଲଣ୍ଡର ପଏଣ୍ଟ ସଂଖ୍ୟା ବର୍ତ୍ତମାନ ୨୨୬ରେ ପହଞ୍ଚତ୍ଛି। ଟେବୁଲରେ ଭାରତ ୩୬୦ ପଏଣ୍ଟ ସହ ଶୀର୍ଷ ସ୍ଥାନ ଅଧିକାର କରିଥିବାବେଳେ ଅଷ୍ଟ୍ରେଲିଆ (୨୯୬) ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ଓ୍ବେଷ୍ଟଇଣ୍ଡିଜ ପୂର୍ବଭଳି ୪୦ପଏଣ୍ଟ ସହ ୭ମ ସ୍ଥାନରେ ରହିଛି। ସିରିଜ ଆରମ୍ଭ ପୂର୍ବରୁ ଇଂଲଣ୍ଡ ୧୪୬ ପଏଣ୍ଟ ସହ ନ୍ୟୁଜିଳାଣ୍ଡ (୧୮୦) ପଛକୁ ଚତୁର୍ଥ ସ୍ଥାନରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ ସିନିୟର ଟେନିସ କ୍ରିକେଟ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୩ରୁ ୨୬ ପର୍ଯ୍ୟନ୍ତ ଗୋଆର ପଞ୍ଜିମ୍‌ଠାରେ ୪ର୍ଥ ଜାତୀୟ ସିନିୟର ଟେନିସ କ୍ରିକେଟ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ...

ନ୍ୟାଶନାଲ୍‌ ମୋଟର ରେସିଂରେ ହୋଣ୍ଡାର ଡବଲ୍‌ ବିଜୟ

ଭୁବନେଶ୍ୱର, ୮।୮(ସ୍ପୋଟର୍‌ସ ବ୍ୟୁରୋ)- ଚେନ୍ନାଇଠାରେ ଚାଲିଥିବା ଇଣ୍ଡିଆନ ନ୍ୟାଶନାଲ ମୋଟର ରେସିଂ ଚାମ୍ପିୟନଶିପର ତୃତୀୟ ରାଉଣ୍ଡରେ ଆଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆର ଚାଳକମାନେ ସର୍ବାଧିକ ୧୦...

ହାଇଦ୍ରାବାଦରୁ କୋଲାକୋଙ୍କୁ ଆଣିଲା ଏଟିକେ

ହାଇଦ୍ରାବାଦ, ୧୦ା୪(ପି.ଟି.)-ହାଇଦ୍ରାବାଦ ଏଫ୍‌ସିରୁ ରେକର୍ଡ ଟ୍ରାନ୍ସଫର ଫି’ ବିନିମୟରେ ଲିଷ୍ଟନ କୋଲାକୋଙ୍କ ସହ ଚୁକ୍ତି କରିଛି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଏଟିକେ ମୋହନବାଗାନ।...

ଏହି ଖେଳାଳିଙ୍କୁ ‘ମିଷ୍ଟର ଚୁହା’ ଆଖ୍ୟା ଦେଲେ ଯୁବରାଜ ସିଂ

ଭାରତୀୟ କ୍ରିକେଟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଆଜି ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ସାଥୀ ଖେଳାଳି ଶୁଭେଚ୍ଛା ଜଣାଉଛନ୍ତି। ପୂର୍ବତନ...

ଦ୍ୱିତୀୟ ଟେଷ୍ଟ: ଆବିଦ୍‌, ମାସୁଦଙ୍କ ଶତକ; ପାକିସ୍ତାନର ଆଧିପତ୍ୟ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପାକିସ୍ତାନ ଦ୍ୱିତୀୟ...

ବିନୋଦଙ୍କ ପ୍ରତି ଆକ୍ରୋଶ ନ ଥିଲା: ଇଦୁଲ୍‌ଜୀ

ମୁମ୍ବାଇ,୨୨ା୧୦ (ପି.ଟି.)-ଦୀର୍ଘ ୩୩ମାସ ଧରି ଭାରତୀୟ କ୍ରିକେଟ ପରିଚାଳନା ଦାୟିତ୍ୱରେ ରହିଥିବା ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)ର ଅନ୍ତିମ ବୈଠକ ମଙ୍ଗଳବାର ଅନୁଷ୍ଠିତ...

ଓ୍ବିମ୍ବେଲଡନ ଓପନ୍‌: ଫେଡରର-ନାଡାଲ ସେମି

ଲଣ୍ଡନ, ୧୧।୭ (ଏଏଫ୍‌ପି)- ଏଠାରେ ଚାଲିଥିବା ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନ ଓପନ୍‌ରେ ଚାରିଥରର ଚାମ୍ପିୟନ ସର୍ବିୟା ତାରକା ନୋଭାକ ଜୋକୋଭିଚ୍‌ଙ୍କ ସମେତ ସୁଇଜରଲାଣ୍ଡର...

‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍‌ ଡ୍ରାଇଭ୍‌’

ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍‌ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର...

Advertisement
Ten Cric Info


Archives

Model This Week