Odisha Elections 2024

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି ରିପୋର୍ଟ ଦେଇଛି ଏଡିଆର ଓ ଓ ଇଲେକସନ ୱାଚ।

ରିପୋର୍ଟ ଅନୁସାରେ ବ୍ରହ୍ମପୁରରୁ ସ୍ବାଧୀନ ଭାବେ ବିଧାୟକ ଭାବେ ଲଢୁଥିବା ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କ ନାଁରେ ରହିଛି ସବୁଠୁ ଅଧିକ ୪୬ଟି କ୍ରିମିନାଲ କେସ୍‌। ଶିକ୍ଷାଗତ ଯୋଗ୍ୟତାକୁ ଦେଖିଲେ ୪ ଜଣ ଆଦୌ ପାଠ ପଢିନାହାନ୍ତି। ମଇଦାନରେ ଅଛନ୍ତି ମାତ୍ର ୩୨ଜଣ ମହିଳା। ସବୁଠୁ ଧନୀ ପ୍ରାର୍ଥୀ ହେଲେ ଦିଗପହଣ୍ଡିର ବିଜେଡି ବିଧାୟକ ପ୍ରାର୍ଥୀ ବିପ୍ଲବ ପାତ୍ର। ତାଙ୍କର ମୋଟ ସମ୍ପତ୍ତି ୩୩ କୋଟି ୩୬ ଲକ୍ଷରୁ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri