Posted inଜାତୀୟ

୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ ସର୍ବସମ୍ମତି କ୍ରମେ ପାସ୍‌

ପାଟନା,୯।୧୧: ବିହାର ବିଧାନସଭାରେ ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ ସର୍ବସମ୍ମତି କ୍ରମେ ପାରିତ ହୋଇଛି। ଏହି ସଂଶୋଧନଗୁଡ଼ିକ ରାଜ୍ୟ ସରକାରଙ୍କ ଚାକିରି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ ସଂରକ୍ଷଣର ନୂତନ ବ୍ୟବସ୍ଥା ପାଇଁ ରହିଛି। ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ ସଂରକ୍ଷଣର ପରିସର ବର୍ତ୍ତମାନ ୭୫ ପ୍ରତିଶତ ରହିବ। ବିହାରରେ ବର୍ତ୍ତମାନ ରାଜ୍ୟର ଖାଲିଥିବା ପଦବୀରେ ଅନୁସୂଚିତ ଜାତିକୁ ୨୦ ପ୍ରତିଶତ, ଅନୁସୂଚିତ ଜନଜାତି ୨ପ୍ରତିଶତ, ପଛୁଆ ବର୍ଗଙ୍କୁ ୧୮ ପ୍ରତିଶତ ଏବଂ ଅତ୍ୟଧିକ ପଛୁଆ ବର୍ଗଙ୍କୁ ୨୫ ପ୍ରତିଶତ ସଂରକ୍ଷଣ ମିଳିବ। ଏହି ସଂରକ୍ଷଣ ସମୁଦାୟ ୬୫ ପ୍ରତିଶତ। ତେବେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବିଭାଗର ଲୋକଙ୍କ ପାଇଁ ପୂର୍ବରୁ ୧୦ ପ୍ରତିଶତ ସଂରକ୍ଷଣ ପୂର୍ବରୁ ପ୍ରଯୁଜ୍ୟ ରହିଛି।
ବିରୋଧୀ ଦଳ ଭାଜପା ମଧ୍ୟ ଏହି ବିଲ୍‌କୁ ସମର୍ଥନ ଜଣାଇଛି। ଏବେ ଏହି ବିଲ ବିଧାନ ପରିଷଦରେ ରଖାଯିବ, ଏହା ପାସ ହେବା ପରେ ରାଜ୍ୟପାଳଙ୍କ ନିକଟକୁ ପଠାଯିବ। ରାଜ୍ୟପାଳଙ୍କ ଅନୁମୋଦନ ପରେ ଏହା ଆଇନରେ ପରିଣତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ,୧୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?