୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬ ଦଶନ୍ଧି ବିତିଯାଇଛି । ପ୍ରଥମରୁ ପଞ୍ଚମ ଓ ପରବର୍ତ୍ତୀ ସମୟରେ ଅଷ୍ଟମ ପର୍ଯ୍ୟନ୍ତ ଆଉ ଏବେ କିଛି ବର୍ଷ ହେଲା ବିଦ୍ୟାଳୟରେ ଉଚ୍ଚ ଶିକ୍ଷା ପାଇଁ ନବମ ଓ ଦଶମ ଶ୍ରେଣୀ ଖୋଲିଛି । ହେଲେ ପରିବର୍ତ୍ତନ ଆସିନି । ବିଦ୍ୟାଳୟର  ଶିଶୁ ବାଟିକା ସହ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ପାଇଖାନା ଟିଏ ଆଜି ପର୍ଯ୍ୟନ୍ତ ନାହିଁ । ଏହି କଥା ଯିଏ ଶୁଣୁଛି ସିଏ ଆଶ୍ଚର୍ଯ୍ୟ ହେଉଛନ୍ତି ।
ପ୍ରକାଶ ଯେ, ଶିଶୁ  ବାଟିକାରୁ ଦଶମ ପର୍ଯ୍ୟନ୍ତ ରହିଛନ୍ତି ୨୩୦ ଜଣ ଛାତ୍ରୀଛାତ୍ର । ସେମାନଙ୍କ ମଧ୍ୟରେ ତୃତୀୟରୁ ଦଶମ ପର୍ଯ୍ୟନ୍ତ ଅନୁସୂଚିତ ଜନଜାତି ଛାତ୍ରୀଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା ରହିଛି। ନବମ ଓ ଦଶମ ଶ୍ରେଣୀ ପାଇଁ ସ୍ବତନ୍ତ୍ର କୋଠା ଓ ସ୍ମାର୍ଟ ବିଦ୍ୟାଳୟ ରହିଛି । ମାତ୍ର ନାଁ ରହିଛି ପାଇଖାନା ବ୍ୟବସ୍ଥ ନା ପାଚେରି, ମୁଖ୍ୟ ଫାଟକମଧ୍ୟ  କରାଯାଇନାହିଁ। ଫଳରେ ଛାତ୍ରୀଛାତ୍ର ମାନଙ୍କୁ ବିଦ୍ୟାଳୟ ପଛପଖରେ ରହିଥିବା ପାହାଡ଼, ଜଙ୍ଗଲିକୁ ପରିସ୍ରା ଓ ଶୌଚ ପାଇଁ ଯିବାକୁ ପଡୁଥିବା ଫିଳାମିନା ପ୍ରଧାନ, ରଙ୍କିତା ପ୍ରଧାନ ପ୍ରମୁଖ କହିଛନ୍ତି । ଖାଲି  ଛାତ୍ରୀଛାତ୍ରଙ୍କ ନୁହେଁ ଶିକ୍ଷାଦାନ କରୁଥିବା ୭ ଶିକ୍ଷୟିତ୍ରୀ ଶିକ୍ଷକ ମାନେ ମଧ୍ୟ ବିଦ୍ୟାଳୟଠାରୁ ପ୍ରାୟ କିଲୋମିଟର ଦୂରତା ଶୌଚ ଓ ପରିସ୍ରା କରିବାକୁ ଯିବାକୁ ପଡୁଥିବା ସହକାରୀ ଶିକ୍ଷକ ପ୍ରସନ୍ନ ନାୟକ, ଅନନ୍ତ କୁମାର ନାୟକ ପ୍ରମୁଖ କହିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri