Posted inଜାତୀୟ

ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା, ଅନେକ ନିଖୋଜ

ଡେରାଡୁନ୍‌,୧୮।୮: ଉତ୍ତରାଖଣ୍ଡରେ ପୁଣି ପ୍ରକୃତିର କୋପ। ବାଦଲ ଫଟା ବର୍ଷା ଯୋଗୁ ଉତ୍ତରକାଶୀ ଜିଲାରେ ପାଣିରେ ଜଣେ ତିନି ବର୍ଷର ଶିଶୁ ସହ ଅନେକ ଲୋକ ଭାସି ଯାଇଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ଏନଡିଆରଏଫର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲାର ମୋରି, ତହସୀଲ, ଆରାକୋଟ ଏବଂ ଟିକୋଚୀ ସମେତ ଅନେକ ଅଞ୍ଚଳରେ ବାଦଲ ଫଟା ବର୍ଷାର ପ୍ରଭାବ ପଡିଛି। ଏହାଦ୍ୱାରା ଅନେକ ଘର ପାଣିରେ ଭାସି ଯାଇଛି।


All Right Reserved By Dharitri.Com

ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୨।୧୧: ରାଜସ୍ଥାନରେ ଥିବା ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିରେ କେତେକ ବିଦେଶୀ ପକ୍ଷୀ ମଧ୍ୟ ରହିଥିବା କୁହାଯାଉଛି।...

ଭାଜପା ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ:ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଜେଡିୟୁ ସହ ମେଣ୍ଟ ହୋଇଛି

ପାଟନା, ୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳର ଆବଣ୍ଟନକୁ ନେଇ ବିବାଦ ଦେଖା ଦେବା ପରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇ ନ ଥିଲା ବିହାର ମୁଖ୍ୟମନ୍ତ୍ରୀ...

ମନମୋହନ ସିଂଙ୍କ ସରକାରରେ ଶେଷଥର ପାଇଁ ବଳାତ୍କାରୀଙ୍କୁ ମିଳିଥିଲା ଫାଶୀ: ଗତ ୧୫ ବର୍ଷରେ ୪ ଲକ୍ଷ ମାମଲା; ପ୍ରତିଘଣ୍ଟାରେ ୫ ଜଣ ହେଉଛନ୍ତି ଶିକାର

ନୂଆଦିଲ୍ଲୀ,୩।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ପାଣିର ଗାର ପାଲଟିଛି। ମହିଳାଙ୍କ ସୁରକ୍ଷା ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି ବୋଲି ବିରୋଧୀ ଦଳ...

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲ ଆଇନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧୦: ଉତ୍ତରପ୍ରଦେଶରେ ଜଙ୍ଗଲ ଆଇନ ଚାଲିଛି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ମାମଲାର ଶୁଣାଣି ସମୟରେ ବିରକ୍ତ ହୋଇ କହିଛନ୍ତି। ରାଜ୍ୟ ପ୍ରଶାସନ ପାଖରେ କୌଣସି...

ବେଲୁର ମଠରେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଦ୍ୱିତୀୟ ଦିନ ଅର୍ଥାତ୍‌ ରବିବାର ହାଓ୍ବଡାରେ ଥିବା ରାମକ୍ରିଷ୍ଣ ପରମହଂସଙ୍କ...

କନଷ୍ଟେବଳଙ୍କ ସାହସିକତା: ଅଣ୍ଟାଏ ବନ୍ୟା ପାଣିରେ ୨ବାଳିକାଙ୍କୁ ଦେଢ କିଲୋମିଟର କାନ୍ଧରେ ବୋହିଲେ

ଗାନ୍ଧିନଗର,୧୧।୮: ଗୁଜରାଟରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ ପ୍ରତିଦିନ ଏଠାକାର ଉଦ୍ଧାରକାରୀ ଦଳଙ୍କର କିଛି ନା କିଛି ହୃଦୟସ୍ପର୍ଶୀ ଫଟୋ ଓ...

୧୯ ବନ୍ଦୀଙ୍କୁ ପାକିସ୍ତାନୀକୁ ହସ୍ତାନ୍ତର କଲା ଭାରତ

ଅମୃତସର,୧୫।୫: ଭାରତ ୧୯ଜଣ ପାକିସ୍ତାନୀ ବନ୍ଦୀଙ୍କୁ ପାକିସ୍ତାନକୁ ହସ୍ତାନ୍ତର କରିଛି। ସେମାନେ ଅଟାରି-ଓ୍ବାଘା ବର୍ଡର ଦେଇ ପାକୀସ୍ତାନରେ ପହଞ୍ଚିଛନ୍ତି। ସେମାନେ ଭାରତରେ ବେଆଇନଭାବେ ପ୍ରବେଶ କରିଥିବା...

ମୁସଲମାନ୍‌ ମହିଳାଙ୍କୁ ମସଜିଦ୍‌ରେ ପ୍ରବେଶ ଅନୁମତି: ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୭: ମସଜିଦ୍‌ରେ ମୁସଲମାନ୍‌ ମହିଳାଙ୍କୁ ପ୍ରବେଶ ଅନୁମତି ନେଇ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୋମବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହି ଆବେଦନ କେରଳର...

Leave a comment

Your email address will not be published. Required fields are marked *