କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୧ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୩୨ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୭୦ ଏବଂ ସମ୍ବଲପୁରରୁ ୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୬, ବରଗଡ଼ ୪୬, ଭଦ୍ରକ ୧, ବଲାଙ୍ଗୀର ୪୭, ବୌଦ୍ଧ ୩, କଟକ ୧୪, ଦେବଗଡ଼ ୭, ଢେଙ୍କାନାଳ ୩, ଗଜପତି ୬, ଗଞ୍ଜାମ ୧, ଯାଜପୁର ୮, ଝାରସୁଗୁଡ଼ା ୯, କଳାହାଣ୍ଡି ୩୬, କନ୍ଧମାଳ ୧୩, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧, କୋରାପୁଟ ୧୧, ମାଲକାନଗିରି ୨, ମୟୂରଭଞ୍ଜ ୪୩, ନବରଙ୍ଗପୁର ୩୪, ନୟାଗଡ଼ ୧୮, ନୂଆପଡ଼ା ୧୬, ପୁରୀ ୭, ରାୟଗଡ଼ାରୁ ୧୫ ଏବଂ ସୋନପୁରର ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ବେଳେ ୧୩,୦୪,୫୨୭ ଜଣ ସୁସ୍ଥ ହୋଇଛନ୍ତି। ୫୭୯୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri