କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୧ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୩୨ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୭୦ ଏବଂ ସମ୍ବଲପୁରରୁ ୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୬, ବରଗଡ଼ ୪୬, ଭଦ୍ରକ ୧, ବଲାଙ୍ଗୀର ୪୭, ବୌଦ୍ଧ ୩, କଟକ ୧୪, ଦେବଗଡ଼ ୭, ଢେଙ୍କାନାଳ ୩, ଗଜପତି ୬, ଗଞ୍ଜାମ ୧, ଯାଜପୁର ୮, ଝାରସୁଗୁଡ଼ା ୯, କଳାହାଣ୍ଡି ୩୬, କନ୍ଧମାଳ ୧୩, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧, କୋରାପୁଟ ୧୧, ମାଲକାନଗିରି ୨, ମୟୂରଭଞ୍ଜ ୪୩, ନବରଙ୍ଗପୁର ୩୪, ନୟାଗଡ଼ ୧୮, ନୂଆପଡ଼ା ୧୬, ପୁରୀ ୭, ରାୟଗଡ଼ାରୁ ୧୫ ଏବଂ ସୋନପୁରର ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ବେଳେ ୧୩,୦୪,୫୨୭ ଜଣ ସୁସ୍ଥ ହୋଇଛନ୍ତି। ୫୭୯୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଣ୍ଟ୍‌ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍‌ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍‌ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ...

CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି।...

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ...

ବିପଦରେ ବ୍ରିଟିଶ ଅମଳର ପୋଲ

ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ...

ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ଏକମାତ୍ର ଲକ୍ଷ୍ୟ

ଜାପାନର ଟୋକିଓରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପାରାଲିମ୍ପିକ୍ସ କ୍ରୀଡ଼ା। ଏଥିରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଅର୍ଜୁନ ପୁରସ୍କାର...

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି।...

ଚାମ୍ପିୟନ ପ୍ରମୋଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୦।୯: ଟୋକିଓ ପାରାଲିମ୍ପିକ୍ସରେ ଦେଶ ପାଇଁ ଗୌିରବ ଆଣିଥିବା ସୁନା ପୁଅ ପ୍ରମୋଦ ଭଗତ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ପ୍ରମୋଦ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚବାପରେ ତାଙ୍କୁ...

ଗଙ୍ଗାଧର ମେହେର ପ୍ରତିଷ୍ଠାନର ନୂଅଁ।ଖାଇ ଭେଟ୍‌ଘାଟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଗଙ୍ଗାଧର ମେହେର ପ୍ରତିଷ୍ଠାନ ଓ ଇନ୍‌ଟାକର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନୂଅଁାଖାଇ ଭେଟ୍‌ଘାଟ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଇନ୍‌ଟାକର...

Advertisement
Archives

Model This Week