ଫିଟିକିରିର କ’ଣ ରହିଛି ଉପକାରୀ ଗୁଣ

କେଉଁଠି କିଛି କ୍ଷତ ହେଲେ ଫିଟିକିରି ଲଗାଇଲେ ଆରାମ ମିଳିଥାଏ। ହେଲେ ଏହି ଫିଟିକିରି ଘରର ଆର୍ଥିକ ସମସ୍ୟା ଦୂର କରିବାରେ ମଧ୍ୟ ସହାୟକ ହୋଇଥାଏ। ରାତିରେ ଦୁଃସ୍ବପ୍ନ ଦେଖୁଥିଲେ କଳା କପଡାରେ ଖଣ୍ଡେ ଫିଟିକିରି ବାନ୍ଧି ରାତିରେ ଶୋଉଥିବା ତକିଆ ତଳେ ରଖିଲେ ଆଉ ଦୁଃସ୍ବପ୍ନ ଆସି ନ ଥାଏ। ଘରେ ଆର୍ଥିକ ସମସ୍ୟା ଦେଖା ଦେଉଥିଲେ ବା ବ୍ୟବସାୟରେ ଉନ୍ନତି ହେଉ ନ ଥିଲେ କଳା କପଡାରେ ଖଣ୍ଡେ ଫିଟିକିରି ବାନ୍ଧି ମୁଖ୍ୟ ଦ୍ୱାରରେ ବାନ୍ଧି ଦେଲେ ଏହି ସମସ୍ୟା ଦୂର ହୋଇଥାଏ ବୋଲି ବାସ୍ତୁ ଶାସ୍ତ୍ରରେ କୁହାଯାଇଛି। ଘରୁ ନକରାତ୍ମକ ପ୍ରଭାବ ଦୂର କରିବା ପାଇଁ ଗାଧୁଆ ଘରେ ଫିଟିକିରି ଅବା ଲୁଣର ଏକ ପାତ୍ର ରଖିଲେ ଏହା ଦୂର ହୋଇଥାଏ।


All Right Reserved By Dharitri.Com

ନମନୀୟ ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ବା ଘିକୁଆଁରୀରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। କେବଳ ସେତିକି ନୁହେଁ, ତ୍ୱଚାକୁ ନୂଆ ରୂପ ଦେବାରେ ଏହା ଅନେକାଂଶରେ ସାହାଯ୍ୟ...

ଜିମ୍‌ ଯିବା ପୂର୍ବରୁ ପିଉଛନ୍ତି କି ଏହି ୫ ପାନୀୟ

ବର୍ତ୍ତମାନ ସମୟରେ ଯୁବପିଢ଼ି ଫିଟ ରହିବା ପାଇଁ ଜିମ୍‌ ଯାଉଛନ୍ତି। ଏ ନେଇ ସେମାନେ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। ଜିମ୍‌ ଯିବା ପୂର୍ବରୁ...

ମୁହଁରୁ ଅନାବଶ୍ୟକ କେଶ ହଟାଇବା ପାଇଁ ଆପଣାନ୍ତୁ ଘରୋଇ ଉପାୟ

ଆଜିକାଲିର ଖାଦ୍ୟପାନୀୟ ଓ ହର୍ମାନ ଇନ୍‌ବାଲାନ୍ସରୁ କେତକଙ୍କ ମୁହଁରେ ଅନାବଶ୍ୟକ କେଶ ଉଠିଥାଏ। ଏହା ଅସୁନ୍ଦର ଦେଖାଯିବା ସହ ବେଳେବେଳେ ଏଥିପାଇଁ ଲୋକଙ୍କୁ ଲଜ୍ଜିତ ହେବାକୁ...

କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ କରିବାକୁ ପଡ଼ିବନି ସର୍ଜରୀ, ଆପଣାନ୍ତୁ ଏହି ଘରୋଇ ଉପଚାର

ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି କିଡ୍‌ନୀ। ଆଜିକାଲି କିଡ୍‌ନୀରେ ଷ୍ଟୋନ ବା ପଥର ହେବା ଏକ ସାଧାରଣ ରୋଗ ହୋଇଗଲାଣି। ଏହି ଷ୍ଟୋନ୍‌ ମଟର ମଞ୍ଜି...

ଅଙ୍ଗୁର ଓ ଲୋ ବ୍ଲଡ୍‌ ପ୍ରେସର

ବ୍ଲଡ୍‌ ପ୍ରେସର ବା ରକ୍ତଚାପ ଆଜିକାଲ ଏକ ସାଧାରଣ ସ୍ବାସ୍ଥ୍ୟଜନିତ ସମସ୍ୟା ପାଲଟିଗଲାଣି। ଏହାକୁ ଦୁଇଭାଗରେ ବିଭକ୍ତ କରାଯାଇଥାଏ-ଉଚ୍ଚ ରକ୍ତଚାପ (ହାଇ ବ୍ଲଡ୍‌ପ୍ରେସର) ଏବଂ ନିମ୍ନ...

ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା...

ଅନିଦ୍ରା ଦୂର କରେ ମହୁ

ଶରୀର ପକ୍ଷେ ଅତ୍ୟନ୍ତ ଲାଭଦାୟକ ହୋଇଥିବାରୁ ବିଭିନ୍ନ ଘରୋଇ ଉପଚାରରେ ମହୁ ବ୍ୟବହାର ହୋଇଥାଏ। ତଣ୍ଟି ଖରାପ, ଗଳାବ୍ୟଥାକୁ ଦୂର କରିବା ସହ ଏହା ତ୍ୱଚା...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ।...

Leave a comment

Your email address will not be published. Required fields are marked *