ସତ କହି ସଙ୍କଟରେ ଇମ୍ରାନ୍‌: ସରକାର-ସୈନ୍ୟ ବାହିନୀ ମଧ୍ୟରେ ବଢ଼ିଲା ଦୂରତା

ଇସଲାମାବାଦ୍‌, ୧୯।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସ୍ଥିତି ଏବେ ସଙ୍କଟରେ ରହିଛି। କହୁ କହୁ ସେ ସତ କଥା କହିଥିବାରୁ ପାକିସ୍ତାନୀ ସୈନ୍ୟ ବାହିନୀ ଓ ଇମ୍ରାନ୍‌ ସରକାରଙ୍କ ମଧ୍ୟରେ ଦୂରତା ବଢ଼ିବାରେ ଲାଗିଛି। ଇମ୍ରାନ୍‌ ଏକ ସାକ୍ଷାତ୍‌କାରରେ କହିଥିଲେ ଯେ, ଭାରତ ପାକିସ୍ତାନ ଅଧିକୃତ କଶ୍ମୀରରେ ବାଲାକୋଟ୍‌ଠାରୁ ବନ ଧରଣର ଆକ୍ରମଣ କରିବାର ଆଶଙ୍କା ରହିଛି। ଏପର୍ଯ୍ୟନ୍ତ ପାକିସ୍ତାନୀ ସୈନ୍ୟ ବିଭାଗ ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ କ୍ଷୟକ୍ଷତି ହୋଇ ନ ଥିବା କହି ଆସୁଥିଲା। ତେବେ ଇମ୍ରାନ୍‌ଙ୍କ ମନ୍ତବ୍ୟ ଯୋଗୁ ସବୁ ସତ ବାହାରକୁ ଆସିଯାଇଛି। ଫଳରେ ପାକିସ୍ତାନ ସରକାର ଏବଂ ସୈନ୍ୟ ବିଭାଗ ମଧ୍ୟରେ ବିବାଦ ଦେଖାଦେଇଛି।


All Right Reserved By Dharitri.Com

ହାତୀ ମାରିବାକୁ ଆଦେଶ ଦେଲେ ବୋଟସଓ୍ବାନା ସରକାର

ଗାବୋରୋନେ,୯।୨: କେଉଁଠି କେଉଁଠି ହାତୀଙ୍କ ସଂଖ୍ୟା କମିଯିବା ଶୁଣାଯାଉଥିବା ବେଳେ ଏମାନେ ଖାଦ୍ୟାଭାବରୁ ଜଙ୍ଗଲ ଛାଡି ଜନବସତି ମୁହାଁ ହେଉଥିବା ମଧ୍ୟ ଦେଖାଯାଇଛି। ବେଳେ ବେଳେ...

ଡାକ୍ତରଙ୍କ ମୃତ୍ୟୁ ପରେ ଘରୁ ମିଳିଲା ୨ହଜାରରୁ ଅଧିକ ଭ୍ରୁଣ

ଓ୍ବାଶିଂଟନ,୧୫।୯: ଓ୍ବିଲ କାଉଣ୍ଟି ଶୋରିଫ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ଏକ ସୂଚନା ଅନୁଯାୟୀ, ଜଣେ ଡାକ୍ତରଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ପ୍ରାୟ ୨ହଜାର ୨ଶହ...

ପାଞ୍ଚଦିନରେ ୫ ହଜାର ଓଟଙ୍କୁ ଗୁଳିକରି ହତ୍ୟା

ସିଡ୍‌ନୀ,୧୫-୧:ଦକ୍ଷିଣ ଅଷ୍ଟ୍ରେଲିଆର ମରୁଡ଼ି ଗ୍ରସ୍ତ ଅଞ୍ଚଳରେ ୫ ଦିନରେ ୫ ହଜାର ଓଟଙ୍କୁ ହତ୍ୟା କରାଯାଇଛି। ସ୍ଥାନୀୟ ଆଦିମ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ...

ଓସାମାଙ୍କ ପୁଅ ହମ୍‌ଜା ନିହତ

ଓ୍ବାଶିଂଟନ,୧୫।୯: ଅଲ୍‌-କାଏଦାର ପ୍ରତିଷ୍ଠାତା ଓସାମା ବିନ ଲାଡେନଙ୍କ ପୁଅ ହମ୍‌ଜା ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ସ୍ପଷ୍ଟ କରିଛନ୍ତି। ପାକ୍‌-ଆଫଗାନିସ୍ତାନ ସୀମାରେ...

ତେଜଗାମ ଏକ୍ସପ୍ରେସରେ ନିଆଁ

କରାଚି,୩୧।୧୦: ପାକିସ୍ତାନର କରାଚି-ରାଓ୍ବଲପିଣ୍ଡି ତେଜଗ୍ରାମ ଏକ୍ସପ୍ରେସରେ ଗୁରୁବାର ସକାଳେ ନିଆଁ ଲାଗିଯାଇଛି। ରହିମ୍‌ ୟାର ଖାନ୍‌ ନିକଟ ଲିଆକତପୁରର ତାଲଓ୍ବାରି ଷ୍ଟେଶନଠାରେ ଉକ୍ତ ଟ୍ରେନରେ ଭୟଙ୍କର...

ପିଲାଙ୍କୁ ଟିକା ନଦେଲେ ୨ଲକ୍ଷ ଟଙ୍କା ଜରିମାନା

ମ୍ୟୁନିକ୍‌,୧୯।୭: ଜର୍ମାନୀ ସରକାର ପିଲାଙ୍କ ସୁରକ୍ଷା ଲାଗି ଏକ ନୂତନ ପଦକ୍ଷେପ ନେଇଛନ୍ତି। ଚାନ୍‌ସେଲର ଆଞ୍ଜେଲା ମର୍କେଲ ସରକାର ଏ ସଂକ୍ରାନ୍ତରେ ଏକ ବିିଲ୍‌ ସଂସଦରେ...

ରାଓ୍ବଲପିଣ୍ଡି ହସ୍ପିଟାଲରେ ଗୁଳିକାଣ୍ଡ

ରାଓ୍ବଲପିଣ୍ଡି,୩୧।୮: ପାକିସ୍ତାନ ରାଓ୍ବଲପିଣ୍ଡିରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ହୋଇଥିବା ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ୨ ହେଲେ...

ପେଟୁଆ ପୋଲିସଙ୍କ ଓଜନ ହ୍ରାସ ପାଇଁ ଥାଇଲାଣ୍ଡ ସରକାରଙ୍କ ଅଭିନବ ଯୋଜନା

ଥାଇଲାଣ୍ଡ, ୨୭।୫: ପେଟୁଆ ପୋଲିସଙ୍କ ଓଜନ କମାଇବା ପାଇଁ ଥାଇଲାଣ୍ଡ ସରକାର ଅଭିନବ ଯୋଜନା ଆପଣାଇଛନ୍ତି। ପେଟ ବାହାରିଥିବା ପୋଲିସ ଅଫିସରଙ୍କ ପାଇଁ ସେଠାରେ ଏକ...

Leave a comment

Your email address will not be published. Required fields are marked *