Posted inଜାତୀୟ

ଜମ୍ମୁ-କଶ୍ମୀରରେ ମାନବାଧିକାରର ହେଉଛି ଉଲ୍ଲଂଘନ: ମମତା ବାନାର୍ଜୀ

କୋଲକାତା,୧୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣିଥରେ ସମାଲୋଚନା କରିଛନ୍ତି। ମମତା ଟୁଇଟ୍‌ କରି କହିଛନ୍ତି ଯେ, ଜମ୍ମୁ-କଶ୍ମୀରରେ ମାନବାଧିକାରର ଖୋଲା ଖୋଲି ଉଲ୍ଲଂଘନ ହେଉଛି। ସୋମବାର ବିଶ୍ୱ ମାନବାଧିକାର ଦିବସରେ ମଧ୍ୟ ଜମ୍ମୁ-କଶ୍ମୀର ବାସିନ୍ଦା ମାନବାଧିକାରରୁ ବଞ୍ଚିତ। ଏହା ଅତ୍ୟନ୍ତ କ୍ଷୋଭର ବିଷୟ ବୋଲି ସେ କହିଛନ୍ତି। ସେ ସବୁବେଳେ ମାନବାଧିକାରକୁ ଗୁରୁତ୍ୱଦେଉଥିବା କହିଛନ୍ତି।


All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦ ଦିଅ ସମର୍ଥନ ନିଅ: ଜେଜେପି

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟଗଣତି ଜାରି ରହିଛି। ଏଠାରେ ଭାଜପା ବହୁମତ ହାସଲଠାରୁ ପଛରେ ପଡ଼ିଛି। ଅପରପକ୍ଷରେ କଂଗ୍ରେସ ଶାସକ ଦଳ ସହିତ କଡ଼ା...

ଜମ୍ମୁ-କଶ୍ମୀରରେ ସନ୍ଦିଗ୍ଧଙ୍କୁ ଦେଖି ଆଲର୍ଟରେ ସୁରକ୍ଷାକର୍ମୀ

ଶ୍ରୀନଗର,୨।୧୦: ଜମ୍ମୁ-କଶ୍ମୀରରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଭାରତରେ ଅନୁପ୍ରବେଶ ଲାଗି ଉଦ୍ୟମ ଚଳାଇଛି ପାକିସ୍ତାନ। ବୁଧବାର ଉଧମପୁର ଅଞ୍ଚଳରେ କିଛି ସନ୍ଦିଗ୍ଧଙ୍କୁ ଦେଖିବାକୁ ମିଳିଛି।...

ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ଫାରୁଖ ଅବଦୁଲ୍ଲା: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ବର୍ହିର୍ବ୍ୟାପାର ତଥା ଅର୍ଥ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରଧାନମନ୍ତ୍ର୍‌ୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଏକ ଟୁଇଟ ଜରିଆରେ ସେ କହିଛନ୍ତି, ମୋଦିଙ୍କ...

ହ୍ରିତିକ୍‌ ରୋଶନଙ୍କ ଭଳି ଡ୍ୟାନ୍ସ କରି ଚର୍ଚ୍ଚାରେ ୭୦ବର୍ଷୀୟ ଡାକ୍ତର

ଜୟପୁର,୨୪।୧୨: ଡାନ୍ସର ଅଙ୍କଲ, ଡାନ୍ସର ଚାଚା ପରେ ଏବେ ଇଣ୍ଟରନେଟ ଦୁନିଆରେ ସେନ୍‌ସେସନ୍‌ ପାଲଟିଛନ୍ତି ଡାନ୍ସର ଡାକ୍ତର। ୭୦ବର୍ଷ ବୟସରେ ଉକ୍ତ ଡାକ୍ତର ଜଣକ ବଲିଉଡ୍‌...

ଜେଲ୍‌ରୁ ମୁକୁଳିଲେ ପି. ଚିଦାମ୍ବରମ

ନୂଆଦିଲ୍ଲୀ,୫ା୧୨(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟ ଜାମିନ ମଞ୍ଜୁର କରିବା ପରେ ବୁଧବାର ରାତିରେ ସେ ଜେଲ୍‌ରୁ ମୁକୁଳିଛନ୍ତି।...

ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ...

ସୁଧୁରୁନି କଶ୍ମୀର ସ୍ଥିତି

ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ...

‘ନ୍ୟାୟିକ ପଦବୀ ପୂରଣଠାରୁ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ’

ନୂଆଦିଲ୍ଲୀ,୩୧ା୭(ପି.ଟି.) : ସାରା ଦେଶର ନ୍ୟାୟିକ ବ୍ୟବସ୍ଥାରେ ବହୁସଂଖ୍ୟକ ବିଚାରପତି ପଦବୀ ଖାଲି ପଡ଼ିଛି। ସେହି ପଦବୀଗୁଡ଼ିକ ପୂରଣ କରିବାଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଦେଶରେ...

Leave a comment

Your email address will not be published. Required fields are marked *