Posted inUncategorized

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ ଯମୁନା ନଦୀରେ ଜଳସ୍ତର ବିପଦ ସଙ୍କେତ ସପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଏକ ଜରୁରୀ ବୈଠକ ଡାକିଛନ୍ତି। କେଜରିଓ୍ବାଲଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ଏହି ବୈଠକରେ ବନ୍ୟା ମୁକାବିଲା ସମ୍ପର୍କରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଲଗାଣ ବର୍ଷା ଫଳରେ ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଦିଲ୍ଲୀ, ହରିୟାଣା ଆଦି ପାଇଁ ପାଣିପାଗ ବିଭାଗ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି।


All Right Reserved By Dharitri.Com

Posted inUncategorized View All

ସମୀର ହୋଇପାରନ୍ତି ପରବର୍ତ୍ତୀ ଭାଜପା ସଭାପତି, ଆନୁଷ୍ଠାନିକ ଘୋଷଣା ବାକି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟ ଭାଜପା ସଭାପତି କିଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ବରିଷ୍ଠ ନେତା ସମୀର ମହାନ୍ତି ମଙ୍ଗ ଧରିବା...

ସାମାଜିକ ଦୁରତ୍ୱ ପାଳନ ନ କଲେ ଦୋକାନ ହେବ ସିଲ୍‌

ବାରିପଦା ଅଫିସ,୬ା୪: ମୟୂରଭଞ୍ଜ ଜିଲାରେ ଥିବା ସମସ୍ତ ମାର୍କେଟ ଓ ଦୋକାନଗୁଡ଼ିକ ସାମଜିକ ଦୂରତ୍ୱ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି...

ଦୁର୍ବିପାକରୁ ରକ୍ଷା ପାଇଁ ଏହି ମନ୍ଦିରରେ କରାଯାଏ ପୂଜା…

ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ନୀତି ପାଳନ କରାଯାଇଥାଏ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରୀ ଜିଲ୍ଲାରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଶ୍ରଦ୍ଧାଳୁ...

ଶିକାଗୋ ବିଶ୍ୱବିଦ୍ୟାଳୟ ସହଭାଗିତାରେ ପ୍ରତିଷ୍ଠା ହେବ ଡିପିଆଇସି

ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟ ପ୍ରଶାସନକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବା ପାଇଁ ଚେଷ୍ଟା କରାଯାଉଛି। ଗତବର୍ଷଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ ଏବଂ ୫-ଟି କାର୍ଯ୍ୟକ୍ରମ ଏହି ଚେଷ୍ଟାକୁ...

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ...

ପୋଲିସର ମନମୁଖୀ ଶାସନକୁ ବିରୋଧ, ବ୍ଲକ କାର୍ଯ୍ୟାଳୟ କର୍ମଚାରୀଙ୍କ ଧାରଣା

ଭଟ୍‌ଲି, ୨।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ପୋଲିସର ମନମୁଖୀ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି ଭଟଲି ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟର କର୍ମଚାରୀମାନେ। ଏ ନେଇ...

୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର...

Leave a comment

Your email address will not be published. Required fields are marked *