Posted inଜାତୀୟ

ବର୍ଷାରେ ଭିଜି ପାଦରେ ଚାଲି ଚାଲି ଯାଇ ଗୁମ୍ଫାରେ ଧ୍ୟାନ କଲେ ମୋଦି

ଡେରାଡୁନ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାର ସାରି ଶନିବାର କେଦାରନାଥ ଦର୍ଶନରେ ବାହାରିଥିଲେ। ଏହି ଅବସରରେ ଡେରାଡୁନରେ ପ୍ରାୟ ୧.୫ କିଲୋମିଟର ପାହାଡ ଉପରେ ଥିବା ଏକ ଗୁମ୍ଫାରେ ସେ ଧ୍ୟାନ କରିଛନ୍ତି। ଦେଶର ସୁଖ ସମୃଦ୍ଧି ପାଇଁ ସେଠାରେ ମୋଦି ଧ୍ୟାନ କରିଥିବା କୁହାଯାଏ। ଏହି ଗୁମ୍ଫାର ଲମ୍ବ ପ୍ରାୟ ୫ ମିଟର ହୋଇଥିବା ବେଳେ ଚଉଡା ୩ ମିଟର ରହିଛି। ପ୍ରାୟ ୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ଗୁମ୍ଫାରେ ମୋଦି ପାଖାପାଖି ୨୦ ଘଣ୍ଟା ରହିବେ ବୋଲି ସୂଚନା ମିଳିଛି। ପ୍ରଥମେ କେଦାରନାଥ ଦର୍ଶନ କରି ବର୍ଷା ସତ୍ତ୍ୱେ ସେଠାରୁ ପାହାଡ ଉପରକୁ ଦେଢ କିଲୋମିଟର ପାଦରେ ଚାଲି ଚାଲି ଯାଇ ମୋଦି ସେଠାରେ ଧ୍ୟାନ କରୁଥିବା କୁହାଯାଉଛି।


All Right Reserved By

କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ ଏବଂ ଲଦାଖରେ ରହିବ ୨ ଜିଲା

ଶ୍ରୀନଗର, ୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ଘୋଷଣା ପରେ ଏଣିକି କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିବ। ସେହିପରି ଲଦାଖରେ ୨...

ମିଲିନ୍ଦ ଦେଓରାଙ୍କ ଇସ୍ତଫା ପରେ କର୍ମୀଙ୍କ ଉପରେ ଦୋଷ ଲଦିଲେ କଂଗ୍ରେସ ନେତ୍ରୀ ଉର୍ମିଳା

ମୁମ୍ବାଇ,୯।୭: ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ମିଲିନ୍ଦ ଦେଓରା ଇସ୍ତଫା ଦେବା ପରେ ଦଳରେ ସଙ୍କଟ ବଢିବାରେ ଲାଗିଛି। ଏବେ ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ...

ଅମିତ ଶାହଙ୍କୁ ବୋମା ପକାଇ ଉଡାଇ ଦେବାକୁ ଧମକ

ବିଦିଶା, ୨।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି ବୋଲି ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ବିଧାୟିକା...

୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ମନ୍ତ୍ରୀ ବିଦେଶ ଯାତ୍ରା କରିପାରିବେ ନାହିଁ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସମସ୍ତେ ସାଢେ ୯ଟା ପୂର୍ବରୁ କାର୍ଯ୍ୟାଳୟ ପହଞ୍ଚିବା ଦରକାର। ଏହାସହ ମୋଦି ତାଙ୍କ...

‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ରେ ଶ୍ରଦ୍ଧା କପୁର

ମୁମ୍ବାଇ: ଅପ୍‌କମିଂ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଅଭିନୟ କରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର। ସେ ଶୁଟିଂସେଟ୍‌ର ଏକ ଅବିସ୍ମରଣୀୟ ମୁହୂର୍ତ୍ତରେ ବେଶ୍‌ ଖୁସି...

ଯୁବକ ଦେଖୁଛନ୍ତି ପରିଣତ ବୟସର ମୁହଁ

ନୂଆଦିଲ୍ଲୀ, ୨୦ା୭: ବର୍ତ୍ତମାନ ଫେସ୍‌ଆପ୍‌ ଭଳି ଏକ ସବୁଠୁ ଲୋକପ୍ରିୟ ଅପ୍ସନ୍‌ ବ୍ୟବହାର କରି ଲୋକେ ଖୁସି ମନାଉଛନ୍ତି। ରୁଷିଆରେ ବିକଶିତ ଏହି ଆପ୍ଲିକେଶନ ଚଳିତ...

ନମୋ ଟିଭି ଉପରେ ନିର୍ବାଚନ କମିଶନଙ୍କ ଛାଟ: ଭୋଟିଂର ୪୮ ଘଣ୍ଟା ପୂର୍ବରୁ ଚାଲିବ ନାହିଁ ମୋଦିଙ୍କ ରେକର୍ଡେଡ୍‌ ଶୋ’

ନୂଆଦିଲ୍ଲୀ,୧୭।୪: ନମୋ ଟିଭିକୁ ନେଇ ନିର୍ବାଚନ କମିଶନ ଭାଜପାକୁ ବଡ଼ ଝଟକା ଦେବା ସହ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ନୂଆ ନିୟମ ଅନୁଯାୟୀ ନମୋ...

ପାଣି ମାଗିବାକୁ ଆସିଥିବା ମହିଳାଙ୍କୁ ମଝି ରାସ୍ତାରେ ଗୋଇଠା ମାରିଲେ ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଅହମ୍ମଦାବାଦ୍‌,୩।୬: ଗୁଜରାଟରେ ପାଣି ମାଗିବାକୁ ଆସିଥିବା ଜଣେ ମହିଳାଙ୍କୁ ଭାଜପା ବିଧାୟକ ମଝି ରାସ୍ତାରେ ଗୋଇଠା ମାରିଛନ୍ତି। ଏହି ଘଟଣାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *