Posted inଜାତୀୟ

ସୁପ୍ରିମ୍‌କୋର୍ଟରେ ତରୁଣ ତେଜପାଲଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୮: ତହଲକାର ପୂର୍ବତନ ମୁଖ୍ୟ ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମ୍‌ କୋର୍ଟରେ ଝଟ୍‌କା ଲାଗିଛି। ଏଣିକି ତାଙ୍କ ବିରୋଧରେ ସହକର୍ମୀଙ୍କୁ ବଳାତ୍କାର ଓ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି ଆରମ୍ଭ ହେବ। ଏହା ସହିତ ସର୍ବୋଚ୍ଚ ନ୍ୟାୟାଳୟ ଗୋଆ ଅଦାଲତ ଉପରେ ଏହି ମାମଲାରେ ଜାରି ରହିଥିବା ରୋକକୁ ହଟାଇ ଦେଇଛନ୍ତି। ଏହାର ବିଚାର ୬ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ନିମ୍ନ ଅଦାଲତକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୭ରେ ଗୋଆର ନିମ୍ନ ଅଦାଲତ ତରୁଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା। ଏନେଇ ତରୁଣ ସୁପ୍ରିମ୍‌କୋର୍ଟରେ ଆବେଦନ କରିଥିଲେ। ସୂଚନାଯୋଗ୍ୟ, ୨୦୧୪ ମେ ଠାରୁ ତରୁଣ ଜାମିନରେ ରହିଛନ୍ତି। ୨୦୧୩ରେ ଗୋଆରେ ସେ ନିଜ ସହକର୍ମୀଙ୍କୁ ଏକ ପଞ୍ଚତାରକା ହୋଟେଲର ଲିଫ୍ଟରେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏହାପରେ ୨୦୧୩ ନଭେମ୍ବର ୩୦ରେ କ୍ରାଇମ୍‌ ବ୍ରାଞ୍ଚ୍‌ ତରୁଣଙ୍କୁ ଗିରଫ କରିଥିଲା।


All Right Reserved By

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ...

ଚାଷୀଙ୍କୁ ବାକିରେ ମିଳିବ ପେଟ୍ରୋଲ, ଡିଜେଲ୍‌: ଫସଲ ଅମଳ ପରେ ହେବ ଟଙ୍କା ପୈଠ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ସରକାର ଚାଷୀଙ୍କ ପାଇଁ ଆଣିଛନ୍ତି ନୂଆ ଯୋଜନା। ଏହି ଯୋଜନାରେ ଚାଷୀଙ୍କୁ ବାକିରେ ଆବଶ୍ୟକ ପେଟ୍ରୋଲ ଓ ଡିଜେଲ ଯୋଗାଇ ଦିଆଯିବ। ଫସଲ...

ଫାରୁକ୍‌ ଅବଦୁଲ୍ଲା ପିଏସ୍‌ଏରେ ଅଟକ: କେନ୍ଦ୍ର ଓ ଜମ୍ମୁ-କଶ୍ମୀରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୯(ପି.ଟି.): ଜମ୍ମୁ-କଶ୍ମୀରରୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲାଙ୍କୁ ଅଟକ ରଖାଯିବା ନେଇ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର...

୪ ରାଜ୍ୟରେ ବନ୍ୟା ନେଲାଣି ୧୬୦ ଜୀବନ

ଥିରୁଭାନନ୍ଥପୁରମ୍‌ / ବେଙ୍ଗାଲୁରୁ,୧୨ା୮(ପି.ଟି.): ଲାଗାଣ ବର୍ଷାଜନିତ ବନ୍ୟା ପରିସ୍ଥିତି ଭୟଙ୍କର ହୋଇପଡ଼ିଛି। କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ସ୍ଥିତି ଗମ୍ଭୀର ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୪୦ ଟପିଛି। କେରଳରେ...

ହତ୍ୟା ଉଦ୍ୟମ ମାମଲା: ଛୋଟା ରାଜନ୍‌ଙ୍କୁ ୮ ବର୍ଷ ଜେଲ୍‌

ମୁମ୍ବାଇ,୨୧ା୮(ପି.ଟି.): ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍‌ ଓ ଅନ୍ୟ ୫ ଜଣଙ୍କୁ ୮ ବର୍ଷ ଜେଲ୍‌ଦଣ୍ଡ ମିଳିଛି। ୨୦୧୨ରେ ଏହି ଗ୍ୟାଙ୍ଗଷ୍ଟର...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ: ଲୋକ ସଭା ଭଙ୍ଗ ପାଇଁ ରାଷ୍ଟ୍ରପତିଙ୍କୁ ଦିଆଯିବ ପ୍ରସ୍ତାବ

ନୂଆଦିଲ୍ଲୀ, ୨୪।୫: ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଫଳାଫଳ ବି ସ୍ପଷ୍ଟ ହୋଇଛି। ଏବେ ୧୬ଶ ଲୋକସଭା ଭଙ୍ଗ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ...

ମୋଦି ଜାପାନରେ ଢ଼ୋଲ ବଜାଇ ପାକିସ୍ତାନରେ ଖାଇଛନ୍ତି ବିରିୟାନୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୫: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ଏହି ମର୍ମରେ ପ୍ରିୟଙ୍କା କହିଛନ୍ତି ଯେ,...

କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଲାଗି ଅଣାଯିବ ନୂଆ ଅବସର ବୟସ ସୀମା !

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍‌ ଶୀଘ୍ର କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଲାଗି ନୂଆ ଅବସର ବୟସ ସୀମା ଘୋଷଣା କରିବାକୁ ଯାଉଛନ୍ତି। ନୂଆ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *