ବିନା ଛୁଞ୍ଚିରେ ଇଞ୍ଜେକଶନ

ସାଧାରଣତଃ ଇଞ୍ଜେକ୍‌ଶନ ନେବାକୁ ଛୁଞ୍ଚି ଆବଶ୍ୟକ ପଡ଼ିଥାଏ। ହେଲେ ବିନା ଛୁଞ୍ଚିରେ କ’ଣ ଇଞ୍ଜେକ୍‌ଶନ ନେଇହେବ? ଏହାର ଉତ୍ତର ନିଶ୍ଚୟ ନା ଆସିବ। ହେଲେ ଏପରି କଥାକୁ ସତରେ ପରିଣତ କରିଛନ୍ତି ଜାପାନର ଓସାକା ବିଶ୍ୱବିଦ୍ୟାଳୟର ଗବେଷକମାନେ। ସେମାନେ ଏଭଳି ଏକ ଇଞ୍ଜେକ୍‌ଶନ ପ୍ରସ୍ତୁତ କରିଛନ୍ତି, ଯାହାକୁ ବିନା ଛୁଞ୍ଚିରେ ନେଇହେବ। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା ଉପକାରୀ ସାବ୍ୟସ୍ତ ହେବ। କେବଳ ସେତିକି ନୁହେଁ, ଶିଶୁମାନଙ୍କ ଟିକା ପାଇଁ ଏହାକୁ ମଧ୍ୟ ବ୍ୟବହାର କରାଯାଇପାରିବ। ପରୀକ୍ଷାମୂଳକ ଭାବେ ଏହାକୁ ବ୍ୟବହାର କରି ସଫଳତା ମିଳିଛି ବୋଲି ପ୍ରକାଶିତ ରିପୋର୍ଟରେ ସୂଚିତ କରାଯାଇଛି।


All Right Reserved By Dharitri.Com

ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ଧୂମପାନ କରିବା ଏବଂ ଏହା ସଂସ୍ପର୍ଶରେ ରହିବା ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହା ସବୁଠୁ ଅଧିକ ମହିଳାଙ୍କ ପାଇଁ କ୍ଷତିକାରକ ହୋଇଥାଏ, ଯେଉଁମାନେ ନବଜାତକଙ୍କୁ...

ବହୁ ରୋଗରୁ ଦୂରେଇ ରଖେ ଏହି ରସ…

ବ୍ରାହ୍ମୀ ଏକ ପ୍ରକାର ଔଷଧୀୟ ଗୁଳ୍ମ। ଏହା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାରେ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ସକାଳେ ଅଭ୍ୟାସ କରି ଚାମଚେ ବ୍ରାହ୍ମୀ...

କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର

ସାରା ବିଶ୍ୱକୁ ଏବେ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ବ୍ୟାପିଥିବା ଏହି ଭାଇରସ୍‌ ପ୍ରାୟ ୨୫ ଦେଶକୁ କବଳିତ କରିସାରିଲାଣି। କେବଳ...

ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି?

ଛୋଟବେଳେ ଆପଣ ସାଇକେଲ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ିଯାଇ ଖଣ୍ଡିଆଖାବରା ହୋଇଥିବେ ନିଶ୍ଚୟ। କିମ୍ବା ଗାଡ଼ି ଦୁର୍ଘଟଣାରେ ଖଣ୍ଡିଆ ହୋଇଥିଲେ ଘା’...

ମେଦବହୁଳତାକୁ ନେଇ ଚିନ୍ତିତ କି….ଖାଆନ୍ତୁ ଚିନାବାଦାମ

ଥଣ୍ଡାପାଗରେ ଚିନାବାଦାମ ଖାଇବାକୁ ଅନେକେ ପସନ୍ଦ କରିଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ପୋଷକତତ୍ତ୍ୱ ମିଳିଥାଏ, ଯାହାକି ବିଭିନ୍ନ ସମସ୍ୟା ଦୂର କରିଥାଏ। ବିଶେଷ ଭାବେ ଚିନାବାଦାମ...

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭...

ଅମ୍ଲଦୋଷ ଦୂର କରେ ମହୁମିଶା ପଇଡ ପାଣି

ଶରୀର ପାଇଁ ପଇଡ ପାଣି ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍‌ ସି’ ଏବଂ ଆଣ୍ଟିଇକ୍ସିଡାଣ୍ଟ୍‌ ଥାଏ, ଯାହା ରୋଗପ୍ରତିରୋଧକ କ୍ଷମତାକୁ ମଜଭୁତ୍‌ କରିଥାଏ। ପଇଡ ପାଣିରେ...

କଥା କହିବାକୁ ଲାଗେ ଡର; ଜାଣନ୍ତୁ ଏହାର ରହସ୍ୟ…

ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ...

Leave a comment

Your email address will not be published. Required fields are marked *