Posted inଜାତୀୟ

ମୋଦି ସରକାର ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରରେ ରହିବେ : ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ନିଆରା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ ମୋଦି ସରକାର କେନ୍ଦ୍ରରେ କ୍ଷମତାରେ ରହିବେ। ସରକାର ଏଭଳି ଏକ ନିଷ୍ପତ୍ତି ନେବାକୁ ଯାଉଛନ୍ତି ଯାହାଦ୍ୱାରା ଭବିଷ୍ୟତରେ ତାଙ୍କୁ ହରାଇବା ଅସମ୍ଭବ ହେବ ବୋଲି ପ୍ରମୋଦ  ଭାଜପା  ସମ୍ମିଳନୀରେ କହିଛନ୍ତି। ତେବେ ପ୍ରମୋଦଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


All Right Reserved By Dharitri.Com

ନିଜେ ଫିଟ୍‌ ଥିବା ଦର୍ଶାଇଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୭।୭: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ତାଙ୍କ ଫିଟ୍‌ନେସ୍‌ର ଅସଲ ଗୁମର ଖୋଲିଛନ୍ତି। ସେ ତାଙ୍କ ଟୁଇଟର ଆକାଉଣ୍ଟରେ ସ୍କ୍ବାସ୍‌ ଖେଳୁଥିବାର ଏକ...

ସାବରମତୀ ଆଶ୍ରମକୁ ଗସ୍ତ କରିବେ ଟ୍ରମ୍ପ: ଉପହାରରେ ମିଳିବ ଗାନ୍ଧୀଙ୍କ ପସନ୍ଦର ଜିନିଷ

ଅହମଦାବାଦ,୧୯।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଚଳିତ ମାସରେ ଆସୁଛନ୍ତି। ଫେବୃଆରୀ ୨୪ ଓ ୨୫ ଏହି ଦୁଇ ଦିନିଆ ଗସ୍ତରେ ସେ...

ଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚ

ଭୋପାଳ, ୨୭।୨: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ଥିବାବେଳେ ମଧ୍ୟପ୍ରଦେଶର ଜଣେ ମହିଳା ସରପଞ୍ଚ ମନ୍ଦିରରେ ଆୟୋଜିତ ଏକ ଯଜ୍ଞରେ ଆହୁତି...

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି...

କୃଷ୍ଣସ୍ବାମୀ ନଟରାଜନ୍‌ ଭାରତୀୟ ତଟରକ୍ଷୀ ବାହିନୀ ଡିଜି ନିଯୁକ୍ତ

ନୂଆଦିଲ୍ଲୀ, ୨୫।୬: ଭାରତୀୟ ତଟରକ୍ଷୀ ବାହିନୀ ଡିଜି ଭାବେ କୃଷ୍ଣସ୍ବାମୀ ନଟରାଜନ୍‌ଙ୍କୁ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଡିଜି ଭାବେ କାର୍ଯ୍ୟ କରୁଥିବା ରାଜେନ୍ଦ୍ର ସିଂଙ୍କ...

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ...

ଦେଶ କରୋନା ସହ ଲଢୁଥିବା ବେଳେ କଂଗ୍ରେସ ଲଢୁଛି କେନ୍ଦ୍ର ସହ: ଜାଭେଡକର

ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସାରା ଦେଶ କରୋନା ଭାଇରସ ସହ ଲଢୁଥିବା...

ହସ୍ପିଟାଲରୁ ଆସି ମତଦାନ କଲେ ୮୦ ବର୍ଷୀୟା ବୃଦ୍ଧା

କଠୁଆ,୧୮।୪: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଜଣେ ବୃଦ୍ଧା ମତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ୮୦ ବର୍ଷୀୟା ବୃଦ୍ଧା ଯୋଗୀନ୍ଦେରୋ ଦେବୀ ଅସୁସ୍ଥତା ପାଇଁ...

Leave a comment

Your email address will not be published. Required fields are marked *