Posted inଜାତୀୟ

ଜଗନ୍ନାଥ ମିଶ୍ରଙ୍କ ପରଲୋକରେ ୩ ଦିନ ଶୋକ ଘୋଷଣା କଲେ ନୀତୀଶ

ପାଟନା,୧୯।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏହାସହ ରାଜ୍ୟରେ ୩ ଦିନିଆ ଶୋକ ଘୋଷଣା ମଧ୍ୟ କରିଛନ୍ତି। ଜଗନ୍ନାଥଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଦାୟ ଦିଆଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କର ୮୨ ବର୍ଷ ବୟସରେ ଦିଲ୍ଲୀଠାରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ।


All Right Reserved By

୭ବର୍ଷରେ ୭ଥର ଗର୍ଭବତୀ: ଲିଙ୍ଗ ପରୀକ୍ଷଣରେ କନ୍ୟା ଭ୍ରୂଣ ଯୋଗୁ ବାରମ୍ବାର କରୁଥିଲେ ଗର୍ଭପାତ, ଏଥର ମିଳିଲା ଆଶ୍ୱସ୍ତି

ହାଇଦ୍ରାବାଦ, ୧୬।୭: କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ସ୍ଲୋଗାନ ଦେଶରେ ସେମିତି କିଛି ପ୍ରଭାବ ପକାଉଥିବା ପରିଲକ୍ଷିତ ହେଉ ନାହିଁ। ଏହାର ଏକ...

ବଡଗାମ୍‌ରେ ସୁରକ୍ଷାର୍କମୀଙ୍କ ସର୍ଚ୍ଚ ଅପରେଶନ

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀର ବଡଗାମ୍‌ ଜିଲାରେ ରବିବାର ସକାଳେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଚଦୁରା...

ପ୍ରେମବିବାହ ପରେ ସୁରକ୍ଷା ପାଇଁ ହାଇକୋର୍ଟ ଯାଇଥିବା ନବମ୍ପତିଙ୍କୁ ବନ୍ଧୁକ ଦେଖାଇ ଅପହରଣ

ଲକ୍ଷ୍ନୌ,୧୫।୭: ପ୍ରେମବିବାହ ପରେ ସୁରକ୍ଷା ପାଇଁ ଆହ୍ଲାବାଦ୍‌ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ନବଦମ୍ପତିଙ୍କୁ କିଛି ଲୋକ ବନ୍ଧୁକ ଦେଖାଇ ଅପହରଣ କରି ନେଇଛନ୍ତି। ସେମାନଙ୍କୁ ସୋମବାର...

ଶେଷ ଚିଠିରେ କ’ଣ ଲେଖିଥିଲେ ସିଦ୍ଧାର୍ଥ

ବେଙ୍ଗାଲୁରୁ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଖୋଜ ହେବାର...

ଆଇଏନ୍‌ଏସ୍‌ ଖଣ୍ଡେରୀ ନୌସେନାରେ ସାମିଲ୍‌: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି; ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଜବାବ

ମୁମ୍ବାଇ,୨୮।୯: ଆଇଏନ୍‌ଏସ୍‌ ଖଣ୍ଡେରୀକୁ ଭାରତୀୟ ନୌସେନାରେ ସାମିଲ୍‌ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଖଣ୍ଡେରୀକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ଭାଜପା ୧୬୫ ଏବଂ କଂଗ୍ରେସ ୮୬ରେ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ୮ଟା ୪୫ ସୁଦ୍ଧା ଭାଜପା ୧୬୫...

କଲାମଙ୍କ ଜନ୍ମଦିବସକୁ ‘ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ଡେ’ ଭାବେ ପାଳନ କରିବାକୁ ପ୍ରସ୍ତାବ ରଖିଲେ ଆନନ୍ଦ ଭାସ୍କର

ନୂଆଦିଲ୍ଲୀ,୧୬।୬: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ଭାଜପା ନେତା ଆନନ୍ଦ ଭାସ୍କର ରାପୋଲୁ ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ଜନ୍ମଦିବସକୁ ‘ନ୍ୟାଶନାଲ...

ଭାଜପାରେ ଯୋଗ ଦେବା ପରେ ପ୍ରଥମଥର ଏକ ରାଲିରେ ଯୋଗଦେଲେ ସନ୍ନି

ବାରମେର,୨୭।୪: କିଛିଦିନ ତଳେ ଭାଜପାରେ ଯୋଗ ଦେଇଥିବା ବଲିଉଡ୍‌ ଅଭିନେତା ସନ୍ନି ଦଓ୍ବେଲ ପ୍ରଥମ କରି ଶନିବାର ଏକ ରାଲିରେ ନଜର ଆସିଛନ୍ତି। ପ୍ରବଳ ଜନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *