Posted inଜାତୀୟ

ପିଓକେକୁ ମୁକୁଳାଇ ଭାରତରେ ସାମିଲ କରିବା ମୋର ଲକ୍ଷ୍ୟ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ଏବେ ପାଳି ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର। ଖୁବ୍‌ ଶୀଘ୍ର ଏହାକୁ ମୁକୁଳାଇ ଭାରତରେ ସାମିଲ କରାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ। ସେ କହିଛନ୍ତି ‘ଏହା ହେଉଛି ସଠିକ୍‌ ସମୟ । ତେଣୁ ଈଶ୍ୱରଙ୍କୁ ପ୍ରାଥନା କରୁଛି କି ମୁଁ ଜୀବିତ ଥିବା ଭିତରେ ଏହା ସମ୍ଭବ ହେଉ।’ ସୂଚନାଯୋଗ୍ୟ, ମନ୍ତ୍ରୀ ଜିତେନ୍ଦ୍ର ସିଂ ଭାଜପା ମୁଖ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଏହା କହିବା ସହ ଆହୁରି ମଧ୍ୟ କହିଛନ୍ତି କି ଆମେମାନେ ସେତିକି ଭାଗ୍ୟଶାଳୀ ଯେଉଁମାନେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ଦେଖିଲେ। ମୋଦିଙ୍କର ଏହି ସକାରାତ୍ମକ ଚିନ୍ତାଧାରକୁ ନେଇ ଆମେ ପିଓକେକୁ ମୁକୁଳାଇବାରେ ଯୋଗ ଦାନ କରିବାକୁ ସେ ଆହ୍ବାନ ଦେଇଛନ୍ତି।


All Right Reserved By Dharitri.Com

କର୍ନାଟକ ପରେ ଗୋଆ କଂଗ୍ରେସରେ ସଙ୍କଟ: ଭାଜପାରେ ଯୋଗ ଦେଲେ ୧୦କଂଗ୍ରେସ ନେତା

ପଣଜୀ,୧୧।୭: କର୍ନାଟକରେ କଂଗ୍ରେସର ସ୍ଥିତିକୁ ନେଇ ରାଜନୈତୀକ ମହଲ ସରଗରମ ଥିବା ବେଳେ ଏବେ ସେଠାରେ ମେଣ୍ଟ ସରକାରକୁ ବଞ୍ଚାଇବାକୁ ପ୍ରୟାସ ଜାରି ରହିଛି। ଏପଟେ...

ଫୁଟପାଥରେ ଶୋଇଥିବା ୩ ଶିଶୁଙ୍କ ଉପରେ ଚଢିଗଲା ଗାଡି

ପାଟନା, ୨୬।୬: ବିହାରର ଅଗମାକୁଆଁ ଥାନା ଅନ୍ତର୍ଗତ କୁମହରାରରେ ଏକ ଅଭାବନୀୟ ଘଟଣା ଘଟିଛି। ଫୁଟପାଥରେ ଶୋଇଥିବାବେଳେ ୩ ଶିଶୁଙ୍କ ଉପରେ ଗାଡି ଚଢିଯାଇଛି। ଫଳରେ...

ଖାଲକୁ ଖସିଲା ସ୍କୁଲ ବସ୍‌ ଡ୍ରାଇଭର ସମେତ ୩ ମୃତ

ଶିମଲା,୧।୭: ଶିମଲାର ଝଞ୍ଜିଡିରେ ସୋମବାର ଏକ ସ୍କୁଲ ବସ ଖାଲକୁ ଖସି ପଡିବା ଫଳରେ ଡ୍ରାଇଭର ଓ ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।...

ଦଳିତ ମହିଳାଙ୍କୁ ଗୃହ ବିଭାଗ ଦେଲେ ଜଗନ ମୋହନ

ଅମରାବତୀ,୯।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କ ମନ୍ତ୍ରିମଣ୍ଡଳରେ ୫ ଉପମୁଖ୍ୟମନ୍ତ୍ରୀ ଓ ୨୫ ଜଣ ବିଧାୟକ ଶନିବାର ଶପଥ ଗ୍ରହଣ କରିଛନ୍ତି। ଏଥିରେ...

ପଦ ହରାଇଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହି ବିବାଦ ଘେରକୁ ଚାଲି ଯାଇଥିଲେ। ଏବେ ଏହା...

ସୁପ୍ରିମକୋର୍ଟ ଗଲେ ନିର୍ଭୟା ମାମଲାର ଦୋଷୀ ମୁକେଶ

ନୂଆଦିଲ୍ଲୀ,୨୫।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂ ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା...

ରାଷ୍ଟ୍ରପତି ଶାସନ ଲାଗୁ ହେବା ସତ୍ତ୍ୱେ: ସରକାର ଗଠନ ଉଦ୍ୟମ ଜାରି

ମୁମ୍ବାଇ,୧୩ା୧୧(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ମଙ୍ଗଳବାର ରାଷ୍ଟ୍ରପତି ଶାସନ ଜାରି କରାଯିବା ପରେ ସବୁ ରାଜନୈତିକ ଦଳ ବିସ୍ମିତ ହେବା ସତ୍ତ୍ୱେ ସରକାର ଗଠନ ପ୍ରକ୍ରିୟାରୁ ଓହରିନାହାନ୍ତି। ରାଜ୍ୟପାଳ...

ଜିନପିଙ୍ଗଙ୍କ ସୁରକ୍ଷା ପାଇଁ ୧୦ ଦିନ ଆଗରୁ ଉଠାଯାଉଥିଲା ଫଟୋ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମୋଦିଙ୍କ ସହ ତାଙ୍କର ଏହି ଅନୌପଚାରିକ ସାକ୍ଷାତ୍‌କାରକୁ ନେଇ ସୁରକ୍ଷା ବ୍ୟବସ୍ଥା...

Leave a comment

Your email address will not be published. Required fields are marked *