Posted inଖେଳ

ପ୍ରୋ-କବାଡ଼ି ଲିଗ୍‌ :ୟୁ ମୁମ୍ବାକୁ ହରାଇଲା ଷ୍ଟିଲର୍ସ

ଚେନ୍ନାଇ, ୨୦।୮- ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ରେ ସୋମବାର ଅନୁଷ୍ଠିତ ୨ଟି ମ୍ୟାଚ୍‌ରେ ଯଥାକ୍ରମେ ହରିୟାଣା ଷ୍ଟିଲର୍ସ ଓ ୟୁପି ଯୋଦ୍ଧା ବିଜୟୀ ହୋଇଛନ୍ତି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ହରିୟାଣା ୩୦-୨୭ ପଏଣ୍ଟରେ ୟୁ ମୁମ୍ବାକୁ ପରାସ୍ତ କରିଛି। ସେହିଭଳି ଏହି ଭେନ୍ୟୁରେ ଖେଳାଯାଇଥିବା ଅନ୍ୟ ଏକ ମୁକାବିଲାରେ ୟୁପି ଯୋଦ୍ଧା ୩୧-୨୪ ପଏଣ୍ଟରେ ଜୟପୁର ପିଙ୍କ୍‌ ପାନ୍ଥର୍ସକୁ ହରାଇ ଦେଇଛି। ଚଳିତ ସିଜନରେ ପାନ୍ଥର୍ସର ଏହା ୨ୟ ପରାଜୟ ରହିଥିଲା।


All Right Reserved By Dharitri.Com

Posted inଖେଳ View All

୨୦୧୧ରେ କ୍ରିକେଟ ପଡ଼ିଆରେ ଘଟିଥିଲା ଏମିତି ଘଟଣା : ଯାହା ଦେଖି ଡରି ଯାଇଥିଲେ ଦର୍ଶକ

କାର୍ଲିଫର୍ନିଆ: ଆସନ୍ତା ୩୦ ତାରିଖରେ ଆରମ୍ଭ ହେବ ବିଶ୍ୱକପ୍‌ ୨୦୧୯। ବିଶ୍ୱକପ୍‌କୁ ନେଇ ସମସ୍ତ କ୍ରିକେଟପ୍ରେମୀ ବେଶ୍‌ ଉତ୍ସାହିତ ଅଛନ୍ତି। ଖାସ୍‌ ଏଥିପାଇଁ କ୍ରିକେଟ ସହିତ...

ବସ୍‌ ଦୁର୍ଘଟଣା: ଓଡ଼ିଶା ଜୁଡୋ ଖେଳାଳି ଆହତ

ଭୁବନେଶ୍ୱର, ୨୧ା୧୦ (ସ୍ପୋଟର୍‌ସ ବ୍ୟୁରୋ)-ଶନିବାର ରାତିରେ ଏକ ବସ୍‌ ଦୁର୍ଘଟଣାରେ ଓଡ଼ିଶା ଜୁଡୋ ଖେଳାଳିମାନେ ଆହତ ହୋଇଛନ୍ତି। ଖବର ଅନୁସାରେ ଅକ୍ଟୋବର ୧୪ରୁ ୧୯ ପର୍ଯ୍ୟନ୍ତ...

ଗମ୍ଭୀରଙ୍କ ସହ ବିଶେଷ ମୁହୂର୍ତ୍ତ ଅପାସୋରା

ରାଜ୍ୟ କ୍ରିକେଟ୍‌ରେ କ୍ରିଷ୍ଣା ପଲାଇ ଜଣେ ନବାଗତ ଚେହେରା। ରାଉରକେଲାରେ ତାଙ୍କର ଜନ୍ମ୍ମ। ସ୍ପିନ୍‌ ବୋଲର ଭାବେ ସେ ଓଡ଼ିଶା ପକ୍ଷରୁ ପ୍ରତିନିିଧିତ୍ୱ କରନ୍ତି। ପିତା...

ଜୋତା କିଣିବାକୁ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ଆଣିଲେ ସଫଳତା

ଲଡରହିଲ,୪।୮:ବିଶ୍ୱକପ ବିପର୍ଯ୍ୟୟ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ପ୍ରଥମ ମ୍ୟାଚ ଖେଳି ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତ...

ଗଣ୍ଡରପୁରକପ୍‌ ଫୁଟବଲ: ଫାଇନାଲରେ କଟକ ସ୍ପୋଟର୍‌ସ ହଷ୍ଟେଲ

ଭୁବନେଶ୍ୱର, ୬।୧୨(ସ୍ପୋଟର୍‌ସ ବ୍ୟୁରୋ)- ରାଜ୍ୟସ୍ତରୀୟ ଗଣ୍ଡରପୁର କପ୍‌ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଅନୁଷ୍ଠିତ ସହରାଞ୍ଜଳ ବିଭାଗର ପ୍ରଥମ ସେମିଫାଇନାଲରେ ଭୁବନେଶ୍ୱରର ଜଗା ୟୁନାଇଟେଡକୁ ୨-୦ ଗୋଲରେ...

ପ୍ରଥମ ଦୁଇଟି ଟି୨୦ ପାଇଁ ନାରିନ, ପୋଲାର୍ଡ ଓ୍ବେଷ୍ଟଇଣ୍ଡିଜ ଦଳରେ ସାମିଲ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୩।୭ (ପି.ଟି.)- ଭାରତ ବିପକ୍ଷ ଟି୨୦ ସିରିଜର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଘରୋଇ ଓ୍ବେଷ୍ଟଇଣ୍ଡିଜ ଦଳ ମଙ୍ଗଳବାର ଘୋଷଣା କରାଯାଇଛି।...

ବାର୍ଟି-ଭାଣ୍ଡ୍ରୋସୋଭା ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି ଏବଂ ଚେକ୍‌ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କ...

ଶୁଟିଂରେ ତୋମାରଙ୍କୁ ଅଲିମ୍ପିକ୍‌ କୋଟା

ଦୋହା,୧୦।୧୧(ପି.ଟି.)- ସ୍ବଳ୍ପ ବୟସ୍କ ଶୁଟର ଐଶ୍ୱାରି ପ୍ରତାପ ସିଂ ତୋମାର ଭାରତ ପାଇଁ ରେକର୍ଡ ୧୩ତମ ଅଲିମ୍ପିକ୍‌ କୋଟା ହାସଲ କରିଛନ୍ତି। ୧୮ ବର୍ଷୀୟ ତେମାର...

Leave a comment

Your email address will not be published. Required fields are marked *