Posted inରାଜ୍ୟ

ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୩ : ରାଜ୍ୟରେ ମଙ୍ଗଳବାର ୬୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୭୯୬ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୫, ସୁନ୍ଦରଗଡ଼ରୁ ୧୨, ବାଲେଶ୍ୱରରୁ ୬, ଯାଜପୁର ୫, ଜଗତ୍‌ସିଂହପୁର ଓ ସମ୍ବଲପୁରରୁ ୪, କଟକ, ଦେଓଗଡ଼ ଓ ମୟୁରଭଞ୍ଜରୁ ୩, ବଲାଙ୍ଗୀରରୁ ୨, ବରଗଡ଼, ଝାରୁସୁଗୁଡ଼ା, କେନ୍ଦୁଝର, ପୁରୀ, ରାୟାଗଡ଼ା ଓ ଷ୍ଟେଟ୍‌ ପୁଲରୁ ୪ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri