ଆଜି ରାଜ୍ୟରୁ ୬୬ ପଜିଟିଭ୍‌ ଚିହ୍ନଟ, ବରଗଡ଼ ଆଗରେ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୬୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୨୫୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ବରଗଡ଼ରୁ ସର୍ବାଧିକ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୯ ଏବଂ ମୟୂରଭଞ୍ଜରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୩, ବାଲେଶ୍ୱର ୫, କଟକ ୫, ଗଞ୍ଜାମ ୨, ଯାଜପୁର ୬, ଝାରସୁଗୁଡ଼ା ୪, ନୟାଗଡ଼ ୧, ନୂଆପଡ଼ା ୧, ସମ୍ବଲପୁରରୁ ୩ ଏବଂ ସୁନ୍ଦରଗଡ଼ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୨୫୮ରେ ପହଞ୍ଚିଥିବା ବେଳେ ୩,୩୫,୬୬୦ ଜଣ ସୁସ୍ଥ ହୋଇଛନ୍ତି। ୬୨୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri