ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୬୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୦୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ମୋଟ୍‌ ୮୧,୫୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।