Posted inଜାତୀୟ

ମାଲେସିଆରେ ଜାକିର୍‌ଙ୍କ ଧାର୍ମିକ ଉପଦେଶ ଦେବା ଉପରେ କଟକଣା

କୁଆଲାମ୍ପୁର,୨୦।୮: ବିବାଦୀୟ ଇସଲାମିକ୍‌ ଧର୍ମ ଉପଦେଶକ ଜାକିର୍‌ ନାଇକ୍‌ଙ୍କ ଉପରେ ମାଲେସିଆରେ କଟକଣା ଜାରି ହୋଇଛି। ଏଣିକି ସେ ଧାର୍ମିକ ଉପଦେଶ ଦେଇପାରିବେ ନାହିଁ। ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ମାଲେସିଆ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମାଲେସିଆ ପୋଲିସ କର୍ପୋରେଟ୍‌ କମ୍ୟୁନିକେସନ ମୁଖ୍ୟ ଦାତୁକ୍‌ ଅସମାବତୀ ଅହମ୍ମଦ କହିଛନ୍ତି ଯେ, ଏନେଇ ଏକ ସର୍କୁଲାର ମଧ୍ୟ ଜାରି ହୋଇଛି।


All Right Reserved By Dharitri.Com

ଶବାନାଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୯: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମିଙ୍କୁ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଧନ୍ୟବାଦ ଦେଇଛନ୍ତି। ଟୁଇଟ୍‌ କରି କେଜରିଓ୍ବାଲ ଡେଙ୍ଗୁ ନିରାକରଣ...

୩୫ ବର୍ଷ ତଳର କଳା ରବିବାର: ମଝି ଆକାଶରେ ବିମାନ ବିସ୍ଫୋରଣରେ ୩୨୯ ଲୋକଙ୍କ ଘଟିଥିଲା ମୃତ୍ୟୁ

ନୂଆଦିଲ୍ଲୀ, ୨୩।୬: ଆଜିକୁ ୩୫ ବର୍ଷ ତଳେ ଜୁନ୍‌ ୨୩ର କଳା ରବିବାରରେ ମଝି ଆକାଶରେ ବିମାନ ଦୁର୍ଘଟଣାରେ ୩୨୯ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୭...

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। ତେବେ ଗୁରୁବାର ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକ...

ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର

କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର।...

କୋର୍ଟଙ୍କ ସମୟ ନଷ୍ଟ କରିଥିବା ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨।୬:ଅଦାଲତଙ୍କ ସମୟ ନଷ୍ଟ କରିଥିବା ଜଣେ ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ଦକ୍ଷିଣ ମୁମ୍ବାଇ ନିବାସୀ...

ଦରକାର ପଡିଲେ ବନ ଅଧିକାରୀଙ୍କୁ ପିଟ: ଭାଜପା ଏମ୍‌ପି

ଆଦିଲାବାଦ,୨୨।୭: ତେଲେଙ୍ଗାନା ଆଦିଲାବାଦର ଭାଜପା ଏମ୍‌ପି ସ୍ବୟମ ବାପୁ ରାଓ ଏକ ବିବାଦୀୟ ବୟାନ ପାଇଁ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ସେ ଉତନୁର ମଣ୍ଡଲଠାରେ...

କଂଗ୍ରେସର ଅଧ୍ୟକ୍ଷ ଚୟନ ପ୍ରକ୍ରିୟାରେ ଭାଗ ନେଲେ ନାହିଁ ସୋନିଆ, ରାହୁଲ

ନୂଆଦିଲ୍ଲୀ,୧୦।୮: କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ଶନିବାର ଅଧ୍ୟକ୍ଷ ପଦକୁ ନେଇ କିଛି ସମାଧାନ ଆସିବ ବୋଲି ଅନୁମାନ କରାଯାଉଥିଲା। ହେଲେ ବୈଠକରେ ଯୋଗ ଦେବା...

ପ୍ରଧାନମନ୍ତ୍ରୀଙ୍କୁ ଖୋଲାଚିଠି ଲେଖି: ଫସିଲେ ୫୦ ସେଲିବ୍ରିଟି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଥିବା ଭିଡ଼ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସେଲିବ୍ରିଟିମାନଙ୍କୁ ମହଙ୍ଗା ପଡ଼ିଛି। ବିହାରର ମୁଜାଫରପୁର ଜିଲାରେ ଏକ ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ...

Leave a comment

Your email address will not be published. Required fields are marked *