ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ: ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି

ମାଧପୁର,୨୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ କମ୍ପ୍ଲଲା ପଞ୍ଚାୟତ ଛେପ୍ରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ବୁଡାଏକ (୨୮)। ସେ ଶୋଇଥିବା ସମୟରେ ଏପରି ଘଟିଥିଲା। ପରେ ତାଙ୍କୁ ଆଠମଲ୍ଲିକ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି।


All Right Reserved By Dharitri.Com

ଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନ

ନୟାଗଡ଼ ଅଫିସ,୧୩ା୧୦: ସିଆଇଟିୟୁ ପକ୍ଷରୁ ଶନିବାର ନୟାଗଡ଼ ଶିକ୍ଷକ ଭବନଠାରେ ଓଡିଶା ଆଶାକର୍ମୀ ଆସୋସିଏଶନର ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ନଳିନୀ...

ବ୍ୟାସନଗର ପୌରାଞ୍ଚଳରେ ପ୍ରଥମ ଜନଶୁଣାଣି

ଯାଜପୁର ରୋଡ,୨୦୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ସଭା ଗୃହରେ ସୋମବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମିନାଙ୍କ...

ଖରସ୍ରୋତା ନଦୀରୁ ବିରଳ କୁମ୍ଭୀର ଉଦ୍ଧାର

ଯାଜପୁର ଟାଉନ, ୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲାରେ ପ୍ରବାହିିତ ଖରସ୍ରୋତା ନଦୀରୁ ଶନିବାର ଏକ ବିରଳ କୁମ୍ଭୀର ଉଦ୍ଧାର ହୋଇଛି । ସ୍ଥାନୀୟ ମାଛଧରାଳି ଶୁକ୍ରବାର ରାତିରେ...

ଚାଷୀଙ୍କୁ କ୍ଷତିପୂରଣ ନେଇ ଦାବିପତ୍ର

ବଡ଼ସାହି,୧୨ା୧୧(ସ୍ବ.ପ୍ର)- ବୁଲ୍‌ବୁଲ୍‌ ବାତ୍ୟା ଯୋଗୁ ବଡ଼ସାହି ବ୍ଲକ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କ ଧାନ ଓ ପରିବା ଚାଷର ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ...

ଓଟିଇଟି ପରୀକ୍ଷା ପାଇଁ ହିନସ୍ତା ହେଲେ ପରୀକ୍ଷାର୍ଥୀ: ଶଙ୍ଖା, ମଙ୍ଗଳସୂତ୍ର କାଢ଼ି ପରୀକ୍ଷା ଦେଲେ ସଧବା

ଖଣ୍ଡପଡା,୬।୮(ସ୍ବ.ପ୍ର.)-ଚଳିତ ଓଟିଇଟି ପରୀକ୍ଷାରେ ନୟାଗଡ଼ ଜିଲା ପାଣିପଇଲା ନିକଟ ଇଞ୍ଜିନିୟରିଂ କଲେଜ ପରୀକ୍ଷାକେନ୍ଦ୍ରରେ ସୋମବାର ପରୀକ୍ଷାର୍ଥୀମାନଙ୍କୁ ବହୁ ହିନସ୍ତା ହେବାକୁ ପଡିଛି। ପରୀକ୍ଷାକେନ୍ଦ୍ର ଭିତରକୁ ପଶିବା...

ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସ୍ବାସ୍ଥ୍ୟ ପ୍ରତିନିଧି ଦଳ:ଖୁବ୍‌ଶୀଘ୍ର ମିନି ଆଇସିୟୁ, ଏଚ୍‌ଡିୟୁ

ଢେଙ୍କାନାଳ ଅଫିସ, ୧୦।୧୨ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୩ଜଣିଆ ପ୍ରତିନିଧି ଦଳ ସୋମବାର ଢେଙ୍କାନାଳ ଜିଲା ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଉପଦେଷ୍ଟା...

ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ...

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଦ୍ୱିତୀୟ ଦିନରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼ ୨୭।୯: ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଚାଲିଥିବା ବନ୍ଦ ପାଳନ ଶୁକ୍ରବାର...

Leave a comment

Your email address will not be published. Required fields are marked *