ବାରିମୂଳ ପଥର ଛଇରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଛତିଆ,୨୦।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ବାରିମୂଳଠାରେ ଥିବା ଏକ ପଥର ଛଇରୁ ମଙ୍ଗଳବାର ସକାଳୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସକାଳୁ ଛଇରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ବୈରୀ ଥାନାରେ ଜଣାଇଥିଲେ। ଥାନା ଅଧିକାରୀ ନିରଞ୍ଜନ ଶବର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ତାଙ୍କର ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।


All Right Reserved By

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ୬୦ଯାତ୍ରୀ

କେନ୍ଦୁଝର/କୋଳିମାଟି,୩୧।୮(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିିଯାଇଛି। ଏଥିରେ କେହି...

ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ...

ସତ୍ତା ହରାଇବାକୁ ବସିଲାଣି ସୁନାନଦୀ-ଜଳ ପ୍ରଦୂଷଣ କରୁଛି ଖଣିର ବର୍ଜ୍ୟବସ୍ତୁ, ଆବର୍ଜନା

ଯୋଡ଼ା,୧୨।୮(ମାନସ ରଞ୍ଜନ ମହାନ୍ତି)- କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳରେ ଥିବା ବିଭିନ୍ନ ଖଣି ଦ୍ୱାରା ନଦୀନାଳ ପ୍ରଭାବିତ ହେଉଛି। ଯୋଡା ଅଞ୍ଚଳର ଜୀବନରେଖା କୁହାଯାଉଥିବା ସୁନା...

ଇଭିଏମ୍‌ ଭଙ୍ଗାରୁଜା ଘଟଣା: ନୀଳମଣିଙ୍କ ଜାମିନ ଶୁଣାଣି ୨କୁ ଘୁଞ୍ଚିଲା

ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍‌ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ...

ଧୂଳିଧୂଆଁରେ ଅସ୍ତବ୍ୟସ୍ତ ଜୁରୁଡ଼ି-ବାମେବାରୀ

ଯୋଡ଼ା, ୧୦।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ଖଣିଜ ଶିଳ୍ପ ସମୃଦ୍ଧ ଜୁରୁଡି ଖଣି ଅଞ୍ଚଳ ଶନିବାର ସମ୍ପୂର୍ଣ୍ଣ ଟ୍ରାଫିକ ଜାମ୍‌ ହୋଇଯାଇଥିଲା। ଏହା ଏବେ...

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୬ ଗିରଫ

ବାଲେଶ୍ୱର ଅଫିସ, ୩୦।୮-ବାଲେଶ୍ୱର ସହଦେବଖୁଣ୍ଟା ଥାନା ଗୋଳାପୋଲ ଅଞ୍ଚଳରେ ଦୀର୍ଘଦିନ ଧରି ଜୁଆ ଆଡ୍ଡା ଚାଲୁଥିବା ଅଭିଯୋଗ ହୋଇଥିଲା। ବୁଧବାର ମଧ୍ୟରାତ୍ରିରେ ସହଦେବଖୁଣ୍ଟା ମଡ଼େଲ ଥାନା...

୪ ଲୁଟେରା ଗିରଫ, ୧୮ ବାଇକ୍‌ ଜବତ

କବିସୂର୍ଯ୍ୟନଗର,୭ା୭-କବିସୂର୍ଯ୍ୟନଗର ଥାନା ପୋଲିସ ୧୮ଟି ବାଇକ୍‌ ଓ ଏକ ବୋଲେରୋ ଜବତ କରିବା ସହ ୪ଜଣ ଲୁଟେରାଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ...

ଅଧାପନ୍‌ତରିଆ ପଡ଼ିଛେ ପଢ଼ାକୁଠି ତିଆରି କାମ୍‌:୨ଟା କୁଠିଥି ୮ଟା ଶ୍ରେଣୀର ଛାତ୍ରୀଛାତ୍ର

ଲୋଇସିଂହା, ୮।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ଅଧୀନ ଅଗଲାପାଲି ଗଁାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନୂତନ ପଢ଼ାକୁଠି ତିଆରିରେ ବଡ଼ଭାରି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *