ପୋଖରୀରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ମିଳିନି ପରିଚୟ

କେନ୍ଦୁଝର,୨୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ବଣିଆପାଟ ସାହିର ଏକ ପୋଖରୀରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ବୃଦ୍ଧାଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଆନୁମାନିକ ବୟସ ୬୦ ହେବ ବୋଲି ଜଣାପଡ଼ିଛି। ତେବେ ସକାଳେ ମୃତଦେହ ପୋଖରୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


All Right Reserved By

ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍‌କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ...

ଚାଉଳ, ଭତ୍ତା ପାଇଁ ପାହାଡ଼ ଚଢି ଯାଉଛନ୍ତି ଗ୍ରାମବାସୀ

ଫିରିଙ୍ଗିଆ,୨୫ା୮-ଫିରିଙ୍ଗିଆ ବ୍ଲକ ଭୁଙ୍ଗିଯୋଡି ପଞ୍ଚାୟତ ଗାଜୁରିଘାଟି ଓ ମହଲିଙ୍ଗିଆ ଗ୍ରାମକୁ ରାସ୍ତା ନାହିଁ। ପଞ୍ଚାୟତ ସଦର ମହକୁମା ଠାରୁ ଏହି ୨ଗ୍ରାମ ପ୍ରାୟ ୬ କିମି...

ଏଠି ବୁଣିପଡ଼େ ପରମ୍ପରା ଓ ସଂସ୍କୃତିର ଭିନ୍ନ ମହକ: ବୁଢ଼ା, ଟୋକା ଓ ପିଲା ରୂପରେ ପୂଜା ପାଆନ୍ତି ବିଦ୍ୟାଦାତା

ଭଦ୍ରକ ଅଫିସ,୨୮।୮-ଐତିହ୍ୟ ଓ ଭାଇଚାରାର ସହର ଭଦ୍ରକରେ ଅଗ୍ରପୂଜ୍ୟ ବିଦ୍ୟାଦାତା ଗଣେଶଙ୍କ ପୂଜାର ସାଂସ୍କୃତିକ ମହତ୍ତ୍ୱ ନିଆରା। ଏଠି ବୁଢ଼ା ଗଣେଶ, ଟୋକା ଗଣେଶ, ପିଲା...

୩ଘଣ୍ଟା ଟ୍ରାଫିକ ଜାମ୍‌ରେ ଫସିଲା ସ୍କୁଲ ବସ୍‌

ଯୋଡ଼ା, ୪।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ବିଲେଇପଦା, ଯୋଡା, ଭଦ୍ରାସାହି , ବଡବିଲ ରାସ୍ତାରେ ଟ୍ରାଫିକ ଜାମ୍‌ ସମସ୍ୟା ଜଟିଳ...

କାମରେ ଆସୁନି ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ

ମନମୁଣ୍ଡା, ୧୧।୭ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତ ହାତୀପାଲିଠାରେ ଥିବା ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଏବେ କାମରେ ଲାଗୁନି । ଫଳରେ ଲୋକମାନେ ପାନୀୟ...

ଜିଲା କଂଗ୍ରେସ ନେତାଙ୍କ ଉପରେ ଦୋଷ ଲଦିଲେ ଜର୍ଜ ତିର୍କୀ

ରାଉରକେଲା ଅଫିସ/ ଭୁବନେଶ୍ୱର(ବ୍ୟୁରୋ), ୬ା୬: ନିର୍ବାଚନରେ ପରାଜୟ ପରେ ବୁଧବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଜର୍ଜ ତିର୍କୀ। ଏଥର କଂଗ୍ରେସ ଟିକେଟରେ ସୁନ୍ଦରଗଡ଼...

ଜିଲାରେ ଫନୀକୁ ନେଇ ଚାଷୀ ଚିନ୍ତିତ

ମାଲକାନଗିରି,୧।୫ (ଡି.ଏନ୍‌.ଏ.): ମାଡି ଆସୁଥିବା ବାତ୍ୟା ଫନୀକୁ ନେଇ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି।  ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୩ରେ ଏହା ଓଡ଼ିଶାର ଉପକୂଳବର୍ତ୍ତୀ...

ଏସ୍‌ପିଙ୍କ ଅଫିସ ସମ୍ମୁଖରେ ନିର୍ଯାତିତା ମା’ ଝିଅଙ୍କ ଧାରଣା

ଭଦ୍ରକ ଅଫିସ, ୧୨।୬: ପୋଲିସ ଅଭିଯୋଗକୁ ଗୁରୁତ୍ୱ ନ ଦେବାରୁ ଜଣେ ନିର୍ଯାତିତା ମହିଳା ଓ ତାଙ୍କ ୫ ବର୍ଷର ଝିଅ ବୁଧବାର ଭଦ୍ରକ ଜିଲା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *