Posted inଜାତୀୟ

ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ

ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ ଲଡୁ ଖାଇବାକୁ ଦେବାରୁ ଏଥିରେ ବ୍ୟସ୍ତବିବ୍ରତ ହୋଇ ସ୍ବାମୀ ବିଚରା ଛାଡ଼ପତ୍ର ପାଇଁ ଫ୍ୟାମିଲି କୋର୍ଟରେ ପହଞ୍ଚିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ଦେହ କିଛି ଦିନ ତଳେ ଖରାପ ଥିଲା। ଏହାକୁ ନେଇ ସ୍ତ୍ରୀ ଜଣେ ତାନ୍ତ୍ରିକଙ୍କ ସହିତ ପରାମର୍ଶ କରିଥିଲେ। ତାନ୍ତ୍ରିକ ସ୍ବାମୀଙ୍କୁ ଲଡୁ ଖାଇବାକୁ ଦେବାକୁ କହିଥିଲେ। ସେବେଠାରୁ ସ୍ତ୍ରୀ କେବଳ ଲଡୁ ହିଁ ଖାଇବାକୁ ଦେଉଛନ୍ତି। ଏପରିକି ତାଙ୍କୁ ବାହାରେ ଖାଇବାକୁ ମଧ୍ୟ ବାରଣ କରୁଛନ୍ତି। ଏନେଇ ଫ୍ୟାମିଲି କୋର୍ଟ ପକ୍ଷରୁ କାଉନସେଲିଂ ପାଇଁ ଯୋଜନା କରାଯାଇଥିଲେ ମଧ୍ୟ ସ୍ତ୍ରୀଙ୍କ ଅନ୍ଧବିଶ୍ୱାସକୁ କିପରି ଦୂର କରାଯିବ ସେ ଲାଗି ଚିନ୍ତା କରାଯାଉଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁରର ମୃତ୍ୟୁ, ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ୍‌,୧୫।୯:ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଏକ ପୋଷା କୁକୁରର ମୃତ୍ୟୁ ଘଟିଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି, ପୋଲିସ କୁକୁରକୁ ଚିକିତ୍ସା କରୁଥିବା ପଶୁ...

ଥରୁରଙ୍କ ଉପରେ ଲାଗିଲା ଜରିମାନା

ନୂଆଦିଲ୍ଲୀ,୧୫।୨: ଦିଲ୍ଲୀର ଏକ କୋର୍ଟ ଶନିବାର କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ଉପରେ ୫ ହଜାର ଟଙ୍କାର ଜରିମାନା ଲଗାଇଛନ୍ତି। ଏହି କଂଗ୍ରେସ ଏମ୍‌ପି...

ପାନ୍‌-ଆଧାର ସଂଯୋଗର ଶେଷ ତାରିଖ ମାର୍ଚ୍ଚ ୩୧

ନୂଆଦିଲ୍ଲୀ,୧୭।୩ (ପି.ଟି.): ପାନ୍‌ ସହ ଆଧାର ନମ୍ବର ସଂଯୋଗ ବାଧ୍ୟତାମୂଳକ ହୋଇଥିବାବେଳେ ଏଥିପାଇଁ ଶେଷ ତାରିଖ ମାର୍ଚ୍ଚ ୩୧ ଧାର୍ଯ୍ୟ ହୋଇଥିବା ଆୟକର ବିଭାଗ ପକ୍ଷରୁ...

ଚାଲାଣ କାଟିବାରୁ ବଞ୍ଚିବାକୁ ଯାଇ ନୂଆ ଉପାୟ ଆପଣାଇଲେ ଯୁବକ

ଗାନ୍ଧିନଗର,୧୦।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ସାଧାରଣ ଜନତାଙ୍କ ଚିନ୍ତା ବଢି ଯାଇଛି। କାରଣ ଏବେ ଗାଡିର ଦାମ୍‌ ଅପେକ୍ଷା ଅଧିକ...

ଅର୍ଥମନ୍ତ୍ରୀଙ୍କ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଟୁଇଟ କଲେ ମୋଦି

ନୂଆଦିଲ୍ଲୀ,୧୩।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ଏକ ଖବରଦାତା ସମ୍ମିଳନୀରେ ୨୦ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ...

ଯୋଗ ଦିବସ ଉପଲକ୍ଷେ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କଲା ଏମ୍ସ

ନୂଆଦିଲ୍ଲୀ,୧୬।୬: ରାଜଧାନୀ ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ (ଏଆଇଆଇଏମ୍‌ଏସ୍‌)ରବିବାର ସକାଳୁ ଏକ ଯୋଗ କର୍ମଶାଳାର ଅୟୋଜନ କରିଥିଲା। ଆସନ୍ତା ୨୧...

୮୩% ଆତଙ୍କବାଦୀ ଟେକାମାଡ଼କାରୀ

ଶ୍ରୀନଗର,୩ା୮: ଜମ୍ମୁ-କଶ୍ମୀରରେ ଅସ୍ତ୍ର ଧରୁଥିବା ୮୩% ଆତଙ୍କବାଦୀ ପୂର୍ବରୁ ଟେକାମାଡ଼କାରୀ ଥିଲେ। ସେମାନେ ଆତଙ୍କବାଦୀ ସାଜିବା ପରେ ଅଧିକ ସମୟ ବଞ୍ଚତ୍ ପାରିବେ ନାହିଁ। ଦିନ...

ପୋଲିସ ହେବ ତ ଏମିତି

ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍‌ଆଇ)ପଦମ୍‌ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ...

Leave a comment

Your email address will not be published. Required fields are marked *