ନିଶା କବଳରୁ ଯୁବ ସମାଜ ଦୂରେଇ ରହୁ

ଛେଣ୍ଡିପଦା,୨୧।୮(ଡି.ଏନ.ଏ.)-ଛେଣ୍ଡିପଦା ବ୍ଲକ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟଠାରେ ମଙ୍ଗଳବାର ରାଜ ସଂସ୍କାର କମିଟି ତୁକୁଡା ଓ ଆମ ପରିବାର ଚକ୍ର ଅନୁଗୋଳର ମିଳିତ ଆନୁକୂଲ୍ୟରେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ନିଶା ନିବାରଣ ସଂକ୍ରାନ୍ତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ରାଜ ସଂସ୍କାର କମିଟି ସମ୍ପାଦକ ସିପୁନ ବିଶ୍ୱାଳଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟ ନିଶା ମୁକ୍ତି ଅଭିଯାନ କର୍ମୀ ତଥା ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ କର୍ମୀ ଅପର୍ଣ୍ଣା ନାୟକ ଯୋଗ ଦେଇ ନିଶା କବଳରୁ ଯୁବ ସମାଜ ଦୂରେଇ ରହି ଏକ ସୁସ୍ଥ ସୁନ୍ଦର ସମାଜ ଗଠନ କରିବା ପାଇଁ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସୁଷମା ପ୍ରଧାନ, ଅନୁଗୋଳ ଯୁବଶକ୍ତି ସଙ୍ଗଠନ ସଭାପତି ବ୍ରହ୍ମଜ୍ୟୋତି ମିଶ୍ର, ସାମାଜିକ କର୍ମୀ ଅଜୟ ଭାଇ ପ୍ରମୁଖ ଉପସ୍ଥିତ ଥିଲେ। ସୁମନ୍ତ ସାହୁ, ରାଜେଶ ଦେହୁରୀ, ଶକ୍ତିକାନ୍ତ ଦେହୁରୀ, ପ୍ରବୀଣ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅଧ୍ୟାପକ ଶରତ ଚନ୍ଦ୍ର ସାହୁ ଧନ୍ୟବାଦ ଦେଇଥିଲେ।


All Right Reserved By

ଭତା ପାଏଲେ ଦୁଇ ଦିବ୍ୟାଙ୍ଗ ବହେନ୍‌

ଲୋଇସିଂହା,୧୩।୭(ଡି.ଏନ୍‌.ଏ): – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ସଦର ଗଁ। ର ଦୁଇ ଦିବ୍ୟାଙ୍ଗ ବହେନ୍‌ ଚାର ଭୋଇ(୪୫) ଆର ସୁଦ୍ରା(୪୦)। ବ୍ଲକ...

ଧନଦାତ୍ରୀଙ୍କ ଧରାବତରଣ

ଢେଙ୍କାନାଳ ଅଫିସ,୧୪।୧୦: ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ସମୃଦ୍ଧିର ପ୍ରତୀକ ଧନଦାତ୍ରୀ ମା’ ଲକ୍ଷ୍ମୀ। ରବିବାର ରାତିରୁ ସମସ୍ତ ପୂଜା ମଣ୍ଡପରେ ଅନାବରଣ ହୋଇଛି ମା’ଙ୍କ ମୃଣ୍ମୟୀ ମୂର୍ତ୍ତି।...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପଡ଼ିରହିଛି ଅଳିଆ ଆବର୍ଜନା : ଘଟଣା ସ୍ଥଳରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଅଳିଆ ଆବର୍ଜନା ପଡ଼ିରହି ଗନ୍ଧ ହେଉଛି । ଏହାର ସଫେଇ କରାଯାଉ ନ ଥିବା ବେଳେ...

ଚୋରି ଦୋଷ ଦିଆଯିବାରୁ ଡ୍ରାଇଭରଙ୍କ ଆମତ୍ହତ୍ୟା: ଗାଡ଼ି ମାଲିକଙ୍କୁ ଗିରଫ ଦାବିରେ ମୃତଦେହ ରଖି ବିକ୍ଷୋଭ

ରଣପୁର,୨୪।୮(ସ୍ବ.ପ୍ର.)-ମାଲିକ ଗାଡି ଚୋରିର ଦୋଷ ଡ୍ରାଇଭରଙ୍କ ଉପରେ ଲଦିବାରୁ ଡ୍ରାଇଭର ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମାଲିକଙ୍କୁ ଗିରଫ ଦାବିରେ...

ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୩ା୯-ପୂର୍ବଶତ୍ରୁତାରୁ ଜଣେ ବ୍ୟବସାୟୀଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ସଦର ଥାନା ପୋଲିସ ୪ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ମଙ୍ଗଳା...

ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା...

୧୩ ରାଉଣ୍ଡ ସୁଦ୍ଧା ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୩ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୌଦ୍ଧ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଅମାତ ଆଗରେ ଅଛନ୍ତି। ପ୍ରଦୀପ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *