ଓଭରହେଡ୍‌ ଟାଙ୍କି କାର୍ଯ୍ୟ ନିମ୍ନମାନର ଅଭିଯୋଗ

ତାଳଚେର, ୨୧ା୮(ନି.ପ୍ର.)-ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଞ୍ଚାୟତ ଚାଇଁପାଳ ବାଳିକା ଉଚ୍ଚବିଦ୍ୟାଳୟ ନିକଟରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଓଭରହେଡ ଟାଙ୍କି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗ୍ରାମବାସୀ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରାଙ୍କୁ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ତଦନ୍ତ ସହ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଅଭିଯୋଗ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ଅନୁଗୋଳ ଜିଲାପାଳ ଓ ତାଳଚେର ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡ଼ିଛି। ତେବେ ଅଭିଯୋଗ ଉପରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଜେଇ ସୁବାସ ସେନାପତି କହିଛନ୍ତି, ପାଣି ଟାଙ୍କି କାମ ଠିକ୍‌ ହୋଇଛି। ଫିନିସିଙ୍ଗ କାମ ଠିକ୍‌ ହୋଇ ନାହିଁ। ଏହା କରାଯିବାକୁ ଠିକାଦାରଙ୍କୁ କୁହାଯାଇଛି।


All Right Reserved By Dharitri.Com

୭ ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା,୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୭ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଓ୍ବାର୍ଡର ପୋଷ୍ଟ ଅଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡ଼ି...

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।...

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି/ପାଟପୁର (ଡି.ଏନ୍‌.ଏ.)- ସାନଖେମୁଣ୍ଡି ବ୍ଲକ ଭାଲିଆଝୋଳା ଗାଁ କୂଅରୁ ସୋମବାର ରାତି ପ୍ରାୟ ୮ ଟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ...

ଜଜାଙ୍ଗ ଖଣି ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନ ଜଜାଙ୍ଗ ଖଣି ଶ୍ରମିକମାନେ ଗୁରୁବାର କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି ା ବିଭିନ୍ନ ଦାବି ନେଇ ସେମାନେ...

ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ

ରତ୍ନଗିରି,୧୯ା୧୦(ଡି.ଏନ୍‌.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ...

ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର

ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର...

ସମିତି ସଭ୍ୟ ଉପନିର୍ବାଚନ: ଶାନ୍ତିପୂର୍ଣ୍ଣ ଭାବରେ ମତଦାନ ଆରମ୍ଭ

ତୁଣ୍ଡଲା,୨୭।୧୧(ଡି.ଏନ.ଏ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମ ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ପଞ୍ଚାୟତର ଦିଗଶିରା, ସିର୍ଜାପାଲି, ବାଦିପଡାଠାରେ...

Leave a comment

Your email address will not be published. Required fields are marked *