ଭତାରୁ ବଁଚିତ୍‌ ବୁରୁଧ୍‌ ଅର୍ଜୁନ

କୋମନା, ୨୧ା୮ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଣ୍ଡେତରା ଗଁାର ବୁରୁଧ୍‌ ଅର୍ଜୁନ ରଣା(୭୦)। ଆଏଜ୍‌କେ ପାଖାପାଖି ୧୦ ବଛର ହେଲା ସେ ପଁଚେତ୍‌ନୁ ମୂଲ କରି ବ୍ଲକ ତକ୍‌ ଭତାର ଲାଗି ଆବେଦନ କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ବାବ୍‌ଦେ କୋମନା ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧ୍‌କାରୀ ମିଥୁନ କୁମାର ତାଣ୍ଡିକୁଁ ପଚରାଲାରୁ ମୁଇଁ ନୂଅଁାକରି ଦାଇତିଅ ନେଇଛେଁ, ଇ ବାବ୍‌ଦେ ମୋର ପାସେ କିଛି ସୂଚନା ନଁାଇଁନ ବଲି ସେ କହିଥିଲେ। ହେଲେ ବୁରୁଧ୍‌ ଅର୍ଜୁନକଁର ଉପରେ ଥାନୀୟ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଯେତେ ଜଲ୍‌ଦି ହେବା ଭତା ଯୁଗେଇ ଦେବାକେ ବୁଧିଜୀବୀ ମହଲରେ ଦାବି ହେଉଛେ।


All Right Reserved By Dharitri.Com

ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ

ନିମାପଡ଼ା,୨୭-୧୧(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ...

ଜଳଶକ୍ତି ଅଭିଯାନ ଶୁଭାରମ୍ଭ

କେନ୍ଦ୍ରାପଡା ଅଫିସ, ୮।୮: କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଏକମାତ୍ର ଜିଲା ଭାବେ କେନ୍ଦ୍ରାପଡ଼ା ସ୍ଥାନ ପାଇଥିବା ବେଳେ ସହରର ଟାଉନହଲଠାରେ...

ମକର ସଂକ୍ରାନ୍ତି: ଗଙ୍ଗାସାଗରରେ ବୁଡ଼ ପକାଇଲେ ଶଙ୍କରାଚାର୍ଯ୍ୟ

ଭୋଗରାଇ,୧୫।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ସାଗରଦ୍ୱୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗଦ୍‌ଗୁରୁ ସ୍ବାମୀ ନିଶ୍ଚଳାନନ୍ଦ...

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି...

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ

ଚାନ୍ଦବାଲି,୨୬ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ-ଚୌଧୁରୀଘାଟ ରାସ୍ତାର ମଉସୁଧା ବଜାର ନିକଟରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ରାସ୍ତା...

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର...

ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ଦୋଷୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ବାଲିଗୁଡ଼ା,୧୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ପାତ୍ରସାହି ନିକଟରେ ଗତ ୧୦ ତାରିଖରେ ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁପଣ୍ଡାଙ୍କୁ ଦୁଇ ଦୁର୍ବୃତ୍ତ ଘରୁଡାକି ଗୁଳି କରି ହତ୍ୟା...

ଟ୍ରକ୍‌ ଡ୍ରାଇଭରଙ୍କୁ ବି ହେଲ୍‌ମେଟ୍‌ ଜରିମାନା

ଖୋର୍ଦ୍ଧା ଅଫିସ,୬।୯: ବିନା ହେଲ୍‌ମେଟ୍‌ରେ ଟ୍ରକ୍‌ ଚଳାଉଥିବାରୁ ଖୋର୍ଦ୍ଧାରେ ଜଣେ ଡ୍ରାଇଭରଙ୍କ ଉପରେ ଜରିମାନା ହୋଇଛି। ଡ୍ରାଇଭର ଜଣକ ପଶ୍ଚିମବଙ୍ଗରୁ ଟ୍ରକ୍‌ରେ ଟମାଟୋ ଧରି ଆସିଥିଲେ।...

Leave a comment

Your email address will not be published. Required fields are marked *