Posted inଜାତୀୟ

ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ

ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍‌ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ ନେଇ ଫୈଜଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍‌ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏନେଇ କେନ୍ଦ୍ର ସରକାରଙ୍କୁ ଜବାବ ତଲବ କରିଛନ୍ତି। ଫୈଜଲଙ୍କ ଗିରଫଦାରିକୁ ବେଆଇନ ଦର୍ଶାଇ ତାଙ୍କର ଜଣେ ବନ୍ଧୁ ହାଇକୋର୍ଟରେ ପିଟିଶନ ଦାଏର କରିଛନ୍ତି। ଏହାସହ ତାଙ୍କୁ ମୁକ୍ତକରିବା ପାଇଁ ମଧ୍ୟ ସେ ଦାବି କରିଛନ୍ତି। ସେପ୍ଟେମ୍ବର ୯ରେ ଉକ୍ତ ଆବେଦନର ଶୁଣାଣି କରାଯିବ।


All Right Reserved By

‘କାର୍‌ଗିଲ ବିଜୟ ଭାରତର ଶକ୍ତିର ପ୍ରତୀକ’

ନୂଆଦିଲ୍ଲୀ,୨୮ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟ ଭାରତର ଶକ୍ତି, ପ୍ରତିବଦ୍ଧତା ଓ ସାମର୍ଥ୍ୟର ପ୍ରତୀକ ଥିଲା। ଏହାର ସଶସ୍ତ୍ର ବାହିନୀର ତ୍ୟାଗ ଏହାକୁ ଦୁର୍ଜେୟ କରି ରଖିଛି...

ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଲା ଭାରତ: ଡିଏସ୍‌ଆର୍‌ଓ ଗଠନକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୬: ଭାରତ ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍‌ କମିଟି ରକ୍ଷା ଅନ୍ତରୀକ୍ଷ ଅନୁସନ୍ଧାନ...

କାଉଡିଆଙ୍କ ସେବା କଲେ ମୁସଲମାନ ବିଧାୟକ: କହିଲେ ଜୟ ଶ୍ରୀରାମ

ନୂଆଦିଲ୍ଲୀ,୩୦।୭: ଆମ ଆଦମୀ ପାର୍ଟି(ଆପ୍‌)ର ମୁଖ୍ୟ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀରେ ଶିବଭକ୍ତଙ୍କ ପାଇଁ ଆୟୋଜିତ ହୋଇଥିବା ଶିବିରର ତଦାରଖ କରିଥିଲେ।...

ମାୟାବତୀ,ମମତା, ଚନ୍ଦ୍ରାବାବୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର: ଶରଦ ପାଓ୍ବାର

ମୁମ୍ବାଇ,୨୮।୪: ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ଯଦି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏଥର ବହୁମତ ସାବ୍ୟସ୍ତ କରିବାରେ ଅସଫଳ ହେବେ ତେବେ...

ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଭେଟିଲେ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକର ଅଯୋଗ୍ୟ ଘୋଷିତ ବିଧାୟକ ଡ. ସୁଧାକର ଶନିବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କୁ ଭେଟିଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ...

ଆମେରିକାଠାରୁ ତୋପ କିଣିବ ଭାରତ

ନୂଆଦିଲ୍ଲୀ,୭।୭: ପାକିସ୍ତାନ ଲଗାତର ଜମ୍ମକଶ୍ମୀରରେ ସୀମା ଉଲ୍ଲଂଘନ କରୁଥିବା ନଜିର ରହିଛି। ଏବେ ପାକିସ୍ତାନକୁ ଉଚିତ୍‌ ଜବାବ ଦେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି।...

ଏସି ଥିବା ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟର ଦେଲେ ଭୋଟ

ଇନ୍ଦୋର,୧୯।୫: ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ଏସି ଯୁକ୍ତ ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟରଙ୍କ ସମେତ ବରିଷ୍ଠ ନାଗରିକ ସେମାନଙ୍କର ମତଦାନ ଅଧିକାର ସାବସ୍ତ୍ୟ କରିଛନ୍ତି।...

ଧରାପଡିଲେ ୮୧ ବର୍ଷର ବୃଦ୍ଧ ବେଶରେ ଆମେରିକା ଯାଉଥିବା ଯୁବକ

ନୂଆଦିଲ୍ଲୀ,୧୦।୯: ଅହମ୍ମଦାବାଦର ଜୟେଶ ପଟେଲ ନାମକ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ୮୧ବର୍ଷୀୟ ବୃଦ୍ଧ ବେଶରେ ସଜାଇ ସୋମବାର ଆମେରିକା ଯିବାକୁ ଚେଷ୍ଟା କରୁଥିବା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *