Posted inଜାତୀୟ

ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ

ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସୂଚନା ଦେଇଛି। ପ୍ରତିବର୍ଷ ଏହି ବିଜେତାଙ୍କ ନାମ ଏପ୍ରିଲ ସୁଦ୍ଧା ଘୋଷଣା କରାଯାଉଥିବା ବେଳେ ଚଳିତ ବର୍ଷ ଲୋକ ସଭା ନିର୍ବାଚନ ଥିବାରୁ ଏହାକୁ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଡାକ୍ତରଙ୍କୁ ଆଇଏମ୍‌ଏର ସମର୍ଥନ: ୧୭ରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ନୂଆଦିଲ୍ଲୀ,୧୫ା୬(ପି.ଟି.) କୋଲକାତାରେ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ୪ ଦିନ ଧରି ଚାଲିଥିବା ଆନ୍ଦୋଳନ ବ୍ୟାପକ ହୋଇଛି। ଡାକ୍ତରମାନଙ୍କ ଆନ୍ଦୋଳନକୁ ବିଭିନ୍ନ ମହଲରୁ ସମର୍ଥନ ମିଳିଛି।...

କରୋନା ସଂକ୍ରମଣ: ଶିଶୁଙ୍କ ସୁସ୍ଥତା ହାର ଶହେ ପ୍ରତିଶତ!

ଭୋପାଳ,୧୮।୭: କରୋନା ସଂକ୍ରମଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହା କବଳରେ ଛୋଟଠାରୁ ବଡ ସମସ୍ତେ ପଡି ଯାଉଥିବା ବେଳେ କରୋନା ଏବେ ସମସ୍ତଙ୍କ...

ଅନୁପ୍ରବେଶ ଉଦ୍ୟମ ବିଫଳ: ପାକିସ୍ତାନ ଡ୍ରୋନ୍‌କୁ ଉଡାଇ ଦେଲା ବିଏସଏଫ

ଚଣ୍ଡିଗଡ,୨୦।୧୨: ପଞ୍ଜାବର ଗୁରୁଦାସପୁରରେ ଭାରତ-ପାକିସ୍ତାନ ସୀମାରେ ପାକିସ୍ତାନ ଡ୍ରୋନ୍‌ର ଅନୁପ୍ରବେଶ ଉଦ୍ୟମ ବିଫଳ କରିଛି ବିଏସଏଫ୍‌। ଭାରତ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିଲା ବେଳେ...

୭ମାସ ପରେ ଖୋଲିଲା ସ୍କୁଲ

ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ...

ଆର୍ଥିକ ସ୍ଥିତି, କରୋନାକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତି ମଧ୍ୟ ଭୁଶୁଡ଼ୁଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋଇଛନ୍ତି। କିଭଳି ଏହାର...

ଜି୨୦ ସମ୍ମିଳନୀ ପାଇଁ ପ୍ରସ୍ତୁତ ହେଲା ପ୍ରଗତି ମୈଦାନର ଆଇଟିପିଓ କମ୍ପ୍ଲେକ୍ସ, ୨୬ ଜୁଲାଇରେ ମୋଦି କରିବେ ଉଦଘାଟନ

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀର ପ୍ରଗତି ମଇଦାନରେ ପୁନଃବିକଶିତ ଆଇଟିପିଓ କମ୍ପ୍ଲେକ୍ସରେ ଭାରତର ଜି -୨୦ ନେତାଙ୍କ ବୈଠକ ଆୟୋଜିତ ହେବ। ଏହି କମ୍ପ୍ଲେକ୍ସ ୨୬ ଜୁଲାଇରେ...

ହିମନ୍ତ ଶର୍ମାଙ୍କ କଂଗ୍ରେସ ଛାଡ଼ିବା ପଛର ଗୁମର ଖୋଲିଲେ ଗୁଲାମ ନବୀ…

ନୂଆଦିଲ୍ଲୀ,୮।୪ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ସାକ୍ଷାତକାରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କଂଗ୍ରେସ ଛାଡିବା ବିଷୟରେ ଏକ...

ରମଜାନ୍‌ରେ ସେହରୀ ଏବଂ ଇଫତାର ସମୟ ଜଣାଇବା ପାଇଁ ରାୟସେନ୍‌ରେ ଫୁଟୁଛି ତୋପ

ଭୋପାଳ, ୨୭।୫: ମଧ୍ୟପ୍ରଦେଶ ରାୟସେନ ଦୁର୍ଗରେ ଏବେ ରମଜାନ୍‌ ମାସରେ ପ୍ରତିଦିନ ଭୋର୍‌ ଏବଂ ସନ୍ଧ୍ୟା ସମୟରେ ତୋପ ଫୁଟୁଛି। ସ୍ଥାନୀୟ ରାୟସେନ୍‌ ଦୁର୍ଗରେ ୨...

Advertisement
Archives

Model This Week