Posted inରାଜ୍ୟ

ସୁସ୍ଥ ହେଲେ ୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୨ : ଓଡ଼ିଶାରେ ଗୁରୁବାର ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୪୦୦ରେ ପହଞ୍ଚିଛି। ପୁରୀରୁ ସର୍ବାଧିକ ୧୩, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୯, ଅନୁଗୁଳରୁ ୫, ବାଲେଶ୍ୱର ଓ ଝାରୁସୁଗୁଡ଼ାରୁ ୪, ଯାଜପୁର, ମୟୁରଭଞ୍ଜ ଓ ନୂଆପଡ଼ାରୁ ୩, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା ଓ ସୋନପୁରରୁ ୨, ବରଗଡ଼, ରାୟାଗଡ଼ା ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?