ଡରାଉଛି କରୋନା: ଗତ ୨୪ ଘଣ୍ଟାରେ ନେଲା ୬୭ ମୁଣ୍ଡ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳକୁ ଖସୁ ନ ଥିବା ବେଳେ ମହାମାରୀରେ ମୃତ୍ୟୁ ସଂଖ୍ୟା ଡରାଉଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୭ ଜଣ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪ ଜଣ ଅଛନ୍ତି। ସେହିପରି ଅନୁଗୋଳ ଓ କେନ୍ଦୁଝର ଜିଲାରୁ ୧୦ ଜଣ ଲେଖାଏ, ସୁନ୍ଦରଗଡ଼ରୁ ୬, ପୁରୀରୁ ୫, ମୟୂରଭଞ୍ଜ ଓ ଗଞ୍ଜାମରୁ ୨ ଜଣ ଲେଖାଏ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଓ ନୂଆପଡ଼ାରୁ ଜଣେ ଲେଖାଏ ଅଛନ୍ତି।

ତେବେ ଖୋର୍ଦ୍ଧା ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୨୯, ଦେବଗଡ଼ରେ ୩୭, ଢେଙ୍କାନାଳରେ ୧୦୮, ଗଞ୍ଜାମରେ ୪୨୭, ଯାଜପୁରରେ ୬୦, ଝାରସୁଗୁଡ଼ାରେ ୧୪୦, କନ୍ଧମାଳରେ ୬୭, କେନ୍ଦ୍ରାପଡ଼ାରେ ୧୨୬, କେନ୍ଦୁଝରରେ ୧୧୬, ମାଲକାନଗିରିରେ ୪୪, ମୟୂରଭଞ୍ଜରେ ୨୦୨, ନୂଆପଡ଼ାରେ ୭୭, ପୁରୀରେ ୩୩୩ ଓ ସୁନ୍ଦରଗ ୪୬୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri