କଟକ ସହରରୁ ୬୭ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୨୨।୧୦: କଟକ ସହରରୁ ଗୁରୁବାର ୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୧୩ ଏବଂ ଲୋକାଲ କେସ୍‌ ୨୯ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ଏଯାବତ୍‌ କଟକରୁ ୧୪,୩୫୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩,୪୨୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୬୪ ଏବେ ବି ଚିକତ୍ସାଧୀନ ଅଛନ୍ତି। ତେବେ ୬୬ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri