ତୃତୀୟ ଲହର ଆଶଙ୍କା: ବୃଦ୍ଧାଶ୍ରମରେ ଟିକା ନେଇଥିବା ୬୨ ବରିଷ୍ଠ ନାଗରିକ ସଂକ୍ରମିତ

ମୁମ୍ବାଇ,୨୯ ।୧୧: ଗୋଟିଏ ପଟେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସାରା ବିଶ୍ୱକୁ ଡରାଉଥିବା ବେଳେ ଏବେ ମହାରାଷ୍ଟ୍ରରେ ପୁଣିଥରେ କରୋନା ବିସ୍ଫୋରଣ ହୋଇଛି । ମିଳିଥିବା ସୂଚନା ଅନୁୟାୟୀ, ମହାରାଷ୍ଟ୍ରର ଭିବଣ୍ଡିରେ ଥିବା ଏକ ବୃଦ୍ଧାଶ୍ରମରେ ଟିକା ନେଇ ସାରିଥିବା ୬୨ ଜଣ ବରିଷ୍ଠ ନାଗରିକ କରୋନାରେ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ବ୍ୟତୀତ ବୃଦ୍ଧାଶ୍ରମର ୫ କର୍ମଚାରୀ ଓ ସେମାନଙ୍କ ପରିବାରର ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏମାନେ ସମସ୍ତଙ୍କୁ ଠାଣେ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଯେଉଁଠି ସେମାନଙ୍କର ଚିକିତ୍ସା ଚାଲିଛି । ଏବେ ବୃଦ୍ଧାଶ୍ରମ ଓ ଏହାର ଆଖପାଖ ଅଞ୍ଚଳକୁ କଣ୍ଟେମେଣ୍ଟ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଦେଇ ଯାଉଥିବା ଜାହାଜ ଉପରେ ୨୦% ଟିକସ ଲଗାଇବା ପାଇଁ ଯୋଜନା ଘୋଷଣା କଲା ଆମେରିକା; ଇରାନ କହିଲା -‘ଟ୍ରମ୍ପ ସମ୍ପୂର୍ଣ୍ଣ ଠିକ…’

ତେହରାନ,୧୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ସମସ୍ତ ଜାହାଜ ଉପରେ 20% ଟିକସ ଘୋଷଣା ଉପରେ ଇରାନ ପ୍ରତିଆକ୍ରମଣ କରିଛି।…

ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ…

ରାମ ମନ୍ଦିର ଦାନ ଟଙ୍କା ଚୋରି ମାମଲା: ୟୁପି ଏସ୍‌ଆଇଟିକୁ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭ (ପି.ଟି.): ଅଯୋଧ୍ୟା ରାମମନ୍ଦିରକୁ ମିଳିଥିବା ଦାନ ଟଙ୍କା ଆତ୍ମସାତ୍‌ ଅଭିଯୋଗର ତଦନ୍ତ ପାଇଁ ଉତ୍ତରପ୍ରଦେଶ ସରକାର ଗଠନ କରିଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)କୁ ମାମଲା…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ…

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନାଗରିକତ୍ୱ ନ୍ୟାୟସଙ୍ଗତ ପ୍ରକ୍ରିୟାରେ ନିର୍ଦ୍ଧାରଣ ହେଉ

ନୂଆଦିଲ୍ଲୀ,୧୪ା୭: ଗୁଆହାଟୀ ହାଇକୋର୍ଟ ପୂର୍ବରୁ ଫରେନର୍ସ ଟ୍ରିବ୍ୟୁନାଲ ଦେଇଥିବା ରାୟକୁ କାଏମ୍‌ ରଖି ୨୭ ଜଣଙ୍କୁ ବିଦେଶୀ ଘୋଷଣା କରିଥିବାବେଳେ ସୁପ୍ରିମକୋର୍ଟ ସୋମବାର ଏହାକୁ ଖାରଜ କରିଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri