୧୩ ବର୍ଷ ପରେ ବଲିଉଡ୍‌ ଫେରିବେ ଶିଳ୍ପା

କିଛିବର୍ଷ ହେବ ଶିଳ୍ପା ଶେଟ୍ଟୀ ବଲିଉଡ୍‌ଠାରୁ ଦୂରେଇ ଯାଇଛନ୍ତି। କେବଳ ରିୟଲିଟି ଶୋ’ରେ ଯାହା ତାଙ୍କୁ ଦେଖିବାକୁ ମିଳୁଛି। ୯୦ ଦଶକରେ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଶିଳ୍ପା ବେଶ୍‌ କିଛିବର୍ଷ ଧରି କୌଣସି କାରଣରୁ ଫିଲ୍ମରୁ ଦୂରେଇ ଯାଇଥିଲେ।

ଫ୍ୟାନ୍‌ଙ୍କ ପାଇଁ ଖୁସି ଖବର। ଦୀର୍ଘ ୧୩ ବର୍ଷ ପରେ ଶିଳ୍ପା ପୁଣି ବଲିଉଡ୍‌ ଫେରୁଛନ୍ତି। ସବୀର ଖାନ୍‌ଙ୍କ ଫିଲ୍ମ ‘ନିକମା’ରେ ସେ ନଜର ଆସିବେ। ଏହି ଫିଲ୍ମର ପ୍ରଥମ ଦିନ ଶୁଟିଂର ଏକ ଫଟୋ ସୋସିିଆଲ ମିଡିଆରେ ଶିଳ୍ପା ଶେୟାର କରିଛନ୍ତି।

ଏହି ଫଟୋରେ ଶିଳ୍ପା, ଅଭିମନ୍ୟୁ ଦଶାନୀ ଏବଂ ସବୀରଙ୍କୁ ଦେଖିବାକୁ ମିଳିଛି। ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ଶିଳ୍ପା ଲେଖିଛନ୍ତି, ‘ସେଟ୍‌କୁ ପୁଣି ଥରେ ଫେରିଛି। ଫିଲ୍ମ ‘ନିକମା’ରେ ଅବନୀ ଭୂମିକାରେ ଅଭିନୟ କରୁଛି। ବହୁତ ମିସ୍‌ କରୁଥିଲି ଏସବୁ। ଏବେ ବହୁତ ଖୁସି। କହିରଖୁଛୁ, ୨୦୦୭ ପରଠାରୁ ଶିଳ୍ପା ଫିଲ୍ମଠାରୁ ଦୂରେଇ ଯାଇଥିଲେ।


All Right Reserved By Dharitri.Com

କଳାକାରଙ୍କ ଭାଗ୍ୟ ବଦଳାଏ ଫିଲ୍ମ ଫ୍ରାଇଡେ

ମୁମ୍ବାଇ: କଳାକାରଙ୍କ ଭାଗ୍ୟ ଶୁକ୍ରବାର ବଦଳିଯାଏ ବୋଲି ଅଭିନେତ୍ରୀ ତମନ୍ନା ଭାଟିଆ ପ୍ରକାଶ କରିଛନ୍ତି। ପ୍ରତି ସପ୍ତାହର ଶୁକ୍ରବାର ନୂଆ ଫିଲ୍ମ ରିଲିଜ ହେଉଥିବାରୁ କଳାକାରମାନେ...

ଧୋନୀଙ୍କ ଠାରୁ ଅନେକ କିଛି ଶିଖିବାର ଅଛି

ଦୀର୍ଘବର୍ଷ ଧରି ଓଡ଼ିଶା କ୍ରିକେଟ ଦଳର ଫିଜିଓ ଦାୟିତ୍ୱରେ ଅଛନ୍ତି ଶୁଭକାନ୍ତ ସାହୁ। ଏପରିକି ପ୍ରଥମ ଓଡ଼ିଆ ଭାବେ ବିସିସିଆଇର ଲେଭଲ-୧ ଫିଜିଓ କୋର୍ସରେ ସେ...

ସଲମାନଙ୍କୁ ଭେଟିଲେ ତାଙ୍କର କୁନି ପ୍ରଶଂସକ

ଇନ୍ଦୋର: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ମାନବିକତା ପାଇଁ। ଏମିତିକି ଅନେକ ସମୟରେ...

ବୟଫ୍ରେଣ୍ଡ ସହ ହଲିଡେ ଏନଜୟ କରୁଛନ୍ତି ହିନା

ମୁମ୍ବାଇ,୧।୬: ଛୋଟ ପରଦାର ପପୁଲାର ଅଭିନେତ୍ରୀ ହିନା ଖାନ ଟ୍ରାଭେଲର ସଉକ ରଖୁଥିବା ବେଳେ ସ୍ବିଜରଲ୍ୟାଣ୍ଡ ପରେ ଏବେ ପ୍ୟାରିସରେ ହଲିଡେ ଏନଜୟ କରୁଛନ୍ତି। ନିଜ...

ଏହି କ୍ରିକେଟରଙ୍କ ପ୍ରେମରେ ପଡିଥିଲେ ବାହୁବଳୀ ଫେମ୍‌ ଅନୁଷ୍କା ସେଟ୍ଟୀ

ବଲିଉଡ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ ଚର୍ଚ୍ଚା ହୋଇଥାଏ।...

‘ବିଗ୍‌ ବସ୍‌’ ପରେ ନିଜ ପାଇଁ ବର ଖୋଜିବେ ଶେହନାଜ!

ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ ବସ୍‌ର ଚଳିତ ସିଜନ୍‌ରେ ଲୋକପ୍ରିୟ ପ୍ରତିଯୋଗୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପଞ୍ଜାବର କଟ୍ରିନା ଓରଫ ଶେହନାଜ ଗିଲ। ସେ ନିଜର...

ବକ୍ସ ଅଫିସରେ ଧମାଲ କରୁଛି ‘ପିଏମ୍‌ ନରେନ୍ଦ୍ର ମୋଦି’

ମୁମ୍ବାଇ,୨୮।୫: ଦେଶ ହେଉ ବା ସିନେ ଜଗତ ସବୁଠାରେ ଏବେ ମୋଦିଙ୍କ ଲହର ଚାଲିଛି। ମୋଦିଙ୍କ ବାୟୋପିକ ‘ପିଏମ୍‌ ନରେନ୍ଦ୍ର ମୋଦି’ ଏବେ ବକ୍ସ ଅଫିସରେ...

ସ୍ବପ୍ନ ସତ ହେଲା

ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଦୀପ ବିଶ୍ୱାଳ। ହିନ୍ଦୁ-ମୁସ୍‌ଲିମ ଭାଇଚାରାକୁ ନେଇ ନିଜେ ରଚନା କରିଥିବା ଏବଂ ନିର୍ଦ୍ଦେଶନା ଦେଇଥିବା ତଥା ଅନ୍ୟତମ ଅଗ୍ରଣୀ ଥିଏଟର...

Leave a comment

Your email address will not be published. Required fields are marked *