କେନ୍ଦ୍ରାପଡ଼ାରେ ବଜ୍ରପାତ: ୫ ମୃତ, ୨ ଗୁରୁତର

କେନ୍ଦ୍ରାପଡ଼ା ଅଫିସ/ପାଟକୁରା, ୨୧।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଅଞ୍ଚଳରେ ବଜ୍ରପାତରେ ବୁଧବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମହାକାଳପଡ଼ା କରଞ୍ଜ ଗାଁରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଥିବା ଜଣାପଡ଼ିଛି। ଗରଦପୁର ବ୍ଲକ ମରିଲୋ ଗାଁର ଜଣେ, ଗୋତ୍ରିବିଲ ଗାଁର ଜଣେ, ମାର୍ଶାଘାଇ ବ୍ଲକ ନରଣପୁର ଗାଁର ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


All Right Reserved By Dharitri.Com

ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ...

ଜୁଆ ଖେଳରୁ ଛୁରାମାଡ, ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ...

ହଳଦିଆପଦର ରେଳଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨।୬: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳବାଇ ପୋଲିସ ରବିବାର ସକାଳେ ହଳଦିଆପଦର ରେଳଧାରଣା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ପରିଚୟ...

ହାଣ୍ଡି ମାଠିଆ ଧରି ରାସ୍ତାରେ ବସିଲେ ମହିଳା

ପୁରୁଷୋତ୍ତମପୁର,୧୫।୭(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ବ୍ଲକ ବଡ ବରଗାଁରେ ଦୀର୍ଘଦିନ ହେଲା ପାନୀୟ ଜଳର ସଙ୍କଟ ଦେଖାଦେଇଛି। ଲୋକେ ପୋଖରୀ ପାଣିପିଇ ରୋଗାକ୍ରାନ୍ତ ହେଉଛନ୍ତି। ସମସ୍ୟା ସମାଧାନ ପାଇଁ ବ୍ଲକ...

ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୯ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ...

ବିଷଖାଇ ଯୁବକଙ୍କ ଆତ୍ମହତ୍ୟା

ଡାବୁଗାଁ, ୧।୫(ଡି.ଏନ୍‌.ଏ.): ଡାବୁଗାଁ ଜୟନ୍ତ ନଗରର ସୁରେନ୍ଦ୍ର ଖୁଣ୍ଟିଆ(୩୬) ବୁଧବାର ବିଷଖାଇ ଆତ୍ମହତ୍ୟା କରିଛନ୍ତି। ଏ ନେଇ ତାଙ୍କ ବଡ଼ଭାଇ ପ୍ରମୋଦ ଡାବୁଗାଁ ଥାନାରେ ଏତଲା...

ତୁଳୁ-ମାର୍କଣ୍ଡି ରାସ୍ତାରେ ପାଣି

ଗୋପାଳପୁର,୩୦ା୯-ଗତ କିଛିଦିନ ଧରି ଗଞ୍ଜାମ ଜିଲାରେ ହୋଇଥିବା ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ରାସ୍ତାଘାଟ, ଚାଷଜମି ଏବେଯାଏ ଜଳମଗ୍ନ ହୋଇ ରହିଛି। ଫଳରେ ଲୋକେ ନାହିଁ ନ...

ବୋନସ ପ୍ରଦାନକୁ ନେଇ ଶ୍ରମିକ ସଂଘର ଧାରଣା ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କର୍ମଚାରୀଙ୍କ ବୋନସକୁ ନେଇ ଗୁରୁବାର ଶ୍ରମିକ ସଂଘ ପକ୍ଷରୁ ବାଲେଶ୍ୱର ଆଲଏଜ ଖଣି ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ପ୍ରବଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *