ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୧।୮: ବରଗଡ଼ ସହର ଉପକଣ୍ଠ ବରଡୋଲ ଗ୍ରାମରେ ବୁଧବାର ଏକ ଘର ଛାତ ପକାଉ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ, ଅତାବିରା ଥାନା ଖରମୁଣ୍ଡା ପଞ୍ଚାୟତ ଲାମିପାଲି ଗ୍ରାମର ଚୂଡ଼ାମଣି ଭୁଏ(୩୦)। ପ୍ରକାଶ ଯେ, ମୃତ ଶ୍ରମିକ ବରଡୋଲ ଗ୍ରାମର ଏକ ନିିର୍ମାଣାଧୀନ ଘର ଛାତ ପକାଇବା କାମରେ ନିୟୋଜିତ ଥିଲେ। ଛାତ କାମ କରୁଥିବା ସମୟରେ ଉପରେ ଯାଇଥିବା ୧୧କେଭି କ୍ଷମତା ସମ୍ପନ୍ନ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।


All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ...

ଜେଏସ୍‌ପିଏଲ୍‌ରେ ବିଶ୍ୱ ଗୁଣବତ୍ତା ଦିବସ: ନିରନ୍ତର ଉନ୍ନତି ପାଇଁ ଏକ ସୁଯୋଗ

ଅନୁଗୋଳ ଅଫିସ, ୧୫।୧୧-ଅନୁଗୋଳ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌) ପ୍ଲାଣ୍ଟ ପରିସରରେ ଗୁରୁବାର ବିଶ୍ୱ ଗୁଣବତ୍ତା ଦିବସ ପାଳିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଓଡ଼ିଶା...

ଯାଜପୁରରେ ପତାକା ଉତ୍ତୋଳନ କଲେ ଗଣଶିକ୍ଷା ମନ୍ତ୍ରୀ

ଯାଜପୁର ଅଫିସ,୧୫।୮: ଯାଜପୁର ଜିଲାରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ନରସିଂହ ଚୌଧୁରୀ ମହାବିଦ୍ୟାଳୟର ଖେଳପଡ଼ିଆଠାରେ ଆୟୋଜିତ ସମାରୋହରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର...

୨ ଟ୍ରକ୍‌ ମୁହାଁମୁହିଁ: ୧ ମୃତ, ୪ ଆହତ

ସମ୍ବଲପୁର, ୧୯।୮(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ୨ଟି ଟ୍ରକ୍‌ ମୁହାଁମୁହିଁ...

ବକେୟା ଦରମା ନ ମିଳିଲେ ଆମାତ୍ହୂତି ଚେତାବନୀ

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଜିଲା ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀର କର୍ମଚାରୀମାନେ ଶୁକ୍ରବାର ଜିଲାପାଳ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ଅଫିସ୍‌ ଘେରାଉ କରିବା ସହ...

ଗଣ୍ଡଗୋଳରେ ଗର୍ଭବତୀ ଆହତ ଘଟଣା, ୩ ଗିରଫ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ.ଏ)-ଜମିକୁ କେନ୍ଦ୍ର କରି ଗଣ୍ଡଗୋଳ ବେଳେ ଜଣେ ଗର୍ଭବତୀଙ୍କୁ ଆକ୍ରମଣ କରାଯିବାରୁ ମୃତଶିଶୁ ଜନ୍ମ ହେବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ...

ସବୁ ସ୍କୁଲରେ ‘ପିଲାଟିଏ- ଗଛଟିଏ’ ଅଭିଯାନ

ବ୍ରହ୍ମପୁର ଅଫିସ୍‌,୨୦ା୬-ବାରମ୍ବାର ସାମୁଦ୍ରିକ ବାତ୍ୟାର ସମ୍ମୁଖୀନ ହେଉଛି ଗଞ୍ଜାମ ଜିଲା। ଗୋଟିଏ ପରେ ଗୋଟିଏ ବାତ୍ୟା ଏ ଜିଲାର ସବୁଜିମାକୁ ନଷ୍ଟ କରିବାରେ ଲାଗିଛି। ସରକାରୀ...

ବ୍ରହ୍ମପୁର ବଡ଼ ମେଡିକାଲ: ବାୟୋମେଟ୍ରିକ ଉପସ୍ଥାନ ପ୍ରହସନ

ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍‌କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି,...

Leave a comment

Your email address will not be published. Required fields are marked *