Posted inUncategorized

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ ରଣଦୀପ୍‌ ସୁରେଜଓ୍ବାଲା ଅଭିଯୋଗ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଗତ ଦୁଇଦିନ ଧରି ଚିଦାମ୍ବରମ୍‌ଙ୍କୁ ଗିରଫ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆକ୍ରୋଶମୂଳକ ଭାବେ ରାଜନୈତିକ ଷଡ଼ଯନ୍ତ୍ର ରଚିଛନ୍ତି। ସରକାର ନିଜର ଫାଇଦା ପାଇଁ ସିବିଆଇ ଏବଂ ଇଡ଼ିର ଅପବ୍ୟବହାର କରୁଥିବା ସେ ଅଭିଯୋଗ କରିଛନ୍ତି। ଦେଶର ଆର୍ଥିକ ସ୍ଥିତି ଗୁରୁତର ହୋଇପଡ଼ିଥିବାବେଳେ ଅନେକ କ୍ଷେତ୍ରରେ କର୍ମଚାରୀ ଛଟେଇ ହେବାରେ ଲାଗିଛନ୍ତି। ଏପରିସ୍ଥଳେ ସରକାର ନିଜକୁ ରକ୍ଷା କରିବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରିଥିବା ସୁରେଜଓ୍ବାଲ କହିଛନ୍ତି।


All Right Reserved By Dharitri.Com

Posted inUncategorized View All

କିଛି ଘଣ୍ଟା ପୂର୍ବରୁ ବାତିଲ ହେଲା ଇଣ୍ଡିଆନ୍‌ ଗ୍ରାଁ ପ୍ରି

ନୂଆଦିଲ୍ଲୀ, ୨୦ା୩ (ପି.ଟି.)- ଗୁରୁବାର ଇଣ୍ଡିଆନ୍‌ ଗ୍ରାଁ ପ୍ରି ଆରମ୍ଭ ହେବାକୁ ମାତ୍ର କେଇ ଘଣ୍ଟା ବାକିଥିବାବେଳେ ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଏହାକୁ...

ଏପରି କିଛି ବିପଦସଙ୍କୁଳ ହ୍ରଦ: ଯେଉଁଠିକୁ ଯିବା ମୃତ୍ୟୁକୁ ଆଲିଙ୍ଗନ କରିବା ସହ ସମାନ

ଦୁନିଆରେ ଏପରି କିଛି ସ୍ଥାନ ରହିଛି, ଯେଉଁ ସ୍ଥାନକୁ ଯିବା ବ୍ୟକ୍ତିଙ୍କ ପାଇଁ ବିପଦ ହୋଇଥାଏ। କେଉଁଠି ପାହାଡ଼ ତ କେଉଁଠି ଜଙ୍ଗଲ ବିପଦସଙ୍କୁଳ ସ୍ଥାନ...

ବିଦେଶୀ ମଦ ଜବତ: ୨ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.):ଦିଗପହଣ୍ଡି ପୋଲିସ ଡେଙ୍ଗା ଓସ୍ତା ଗ୍ରାମର ମଦ ବିକ୍ରେତା ବାଳକୃଷ୍ଣ ବିଷୋୟୀ ଏବଂ ଧର୍ମପୁର ଗ୍ରାମର ଏସ. ବିଷ୍ଣୁ ଦୋରାଙ୍କୁ ଗିରଫ କରି ଗୁରୁବାର କୋର୍ଟ...

ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ

ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍‌ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା...

ସାପ କାମୁଡାରେ ମହିଳା ମୃତ

ଆନନ୍ଦପୁର, ୯। ୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ମାର୍ଶାପାଳ ଗ୍ରାମର ଜନୈକା ମହିଳାଙ୍କର ସାପ କାମୁଡ଼ାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗି...

ଦଶମ ପାଠ୍ୟପୁସ୍ତକ ପରିବର୍ତ୍ତନକୁ ବିରୋଧ

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

Leave a comment

Your email address will not be published. Required fields are marked *