ଆଜି ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୮୦,୫୬୨ ଜଣ ସୁସ୍ଥ ହୋଇସାରିଲେଣି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୯୮୬ ଏବଂ କଟକରୁ ୮୪୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ସମ୍ବଲପୁରରୁ ୫୭୦, ମୟୂରଭଞ୍ଜ ୪୨୩, ନୟାଗଡ଼ ୨୬୬, ଝାରସୁଗୁଡ଼ା ୧୮୮, ବଲାଙ୍ଗୀର ୧୮୩, କଳାହାଣ୍ଡି ୧୭୫, ପୁରୀ ୧୫୬, ସୋନପୁର ୧୪୩, ଗଞ୍ଜାମ ୧୨୪, କୋରାପୁଟ ୧୨୪, ବାଲେଶ୍ୱର ୧୨୩, ରାୟଗଡ଼ା ୧୧୮, ନବରଙ୍ପୁର ୧୧୪, ଜଗତସିଂହପୁର ୧୦୫, କେନ୍ଦ୍ରାପଡ଼ା ୭୪, ଗଜପତି ୭୧, ଯାଜପୁର ୬୬, ଭଦ୍ରକ ୫୯, ଢେଙ୍କାନାଳ ୫୮, ବରଗଡ଼ ୫୬, ଅନୁଗୋଳ ୪୪, କନ୍ଧମାଳ ୩୩, କେନ୍ଦୁଝର ୩୧, ବୌଦ୍ଧ ୨୭, ଦେବଗଡ଼ରୁ ୨୫ ଏବଂ ମାଲକାନଗିରିରୁ ୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨୨୬।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri