ଆଜି ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୮୦,୫୬୨ ଜଣ ସୁସ୍ଥ ହୋଇସାରିଲେଣି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୯୮୬ ଏବଂ କଟକରୁ ୮୪୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ସମ୍ବଲପୁରରୁ ୫୭୦, ମୟୂରଭଞ୍ଜ ୪୨୩, ନୟାଗଡ଼ ୨୬୬, ଝାରସୁଗୁଡ଼ା ୧୮୮, ବଲାଙ୍ଗୀର ୧୮୩, କଳାହାଣ୍ଡି ୧୭୫, ପୁରୀ ୧୫୬, ସୋନପୁର ୧୪୩, ଗଞ୍ଜାମ ୧୨୪, କୋରାପୁଟ ୧୨୪, ବାଲେଶ୍ୱର ୧୨୩, ରାୟଗଡ଼ା ୧୧୮, ନବରଙ୍ପୁର ୧୧୪, ଜଗତସିଂହପୁର ୧୦୫, କେନ୍ଦ୍ରାପଡ଼ା ୭୪, ଗଜପତି ୭୧, ଯାଜପୁର ୬୬, ଭଦ୍ରକ ୫୯, ଢେଙ୍କାନାଳ ୫୮, ବରଗଡ଼ ୫୬, ଅନୁଗୋଳ ୪୪, କନ୍ଧମାଳ ୩୩, କେନ୍ଦୁଝର ୩୧, ବୌଦ୍ଧ ୨୭, ଦେବଗଡ଼ରୁ ୨୫ ଏବଂ ମାଲକାନଗିରିରୁ ୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨୨୬।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri