ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ରିଶନ କୁମାର

ପୁରୀ ଅଫିସ,୨୨।୮: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ୍‌ ଡକ୍ଟର କ୍ରିଶନ କୁମାର। ମଧ୍ୟାହ୍ନରେ ପ୍ରଥମେ ସେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଶ୍ରୀମନ୍ଦିରର ବିକାଶ, ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ପ୍ରାଥମିକତା ଦେବେ ବୋଲି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ସ୍ବଳ୍ପ ବୃଷ୍ଟିପାତ: ଆଗେଇ ପାରୁନି ଚାଷ କାମ

ବନ୍ତ, ୨୩।୭ (ଡି.ଏନ.ଏ.) – ଚଳିତ ଖରିଫ ଋତୁରେ କମ୍‌ ବୃଷ୍ଟିପାତ ଯୋଗୁ ବନ୍ତ ବ୍ଲକର ଶହ ଶହ ଏକର ଜମି ଏବେ ଶୁଖିଲା ପଡ଼ିଛି।...

ଦୁର୍ଘଟଣା ହ୍ରାସ, ଜିରୋ କାଜୁଆଲଟିକୁ ଗୁରୁତ୍ୱ

ଛତ୍ରପୁର,୨୭ା୭(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଶୁକ୍ରବାର ସଡ଼କ ସୁରକ୍ଷା ସମ୍ପର୍କୀତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବ୍ରିଜେଶ କୁମାର ରଏ...

ଇଣ୍ଡିଆ ଗେଟ୍‌ରେ ପରିବେଶ ପାଇଁ ସଚେତନ କଲେ କପିଳ

ଭୁବନେଶ୍ୱର, ୬ା୨ (ବ୍ୟୁରୋ): ପେଟ୍ରୋଲ, ଡିଜେଲ ଚାଳିତ ଗାଡ଼ିମୋଟରର ବ୍ୟାପକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବଢ଼ି ଚାଲିଛି। ବିଶେଷକରି ନୂଆଦିଲ୍ଲୀର ବାୟୁମଣ୍ଡଳରେ ଅମ୍ଳଜାନର ମାତ୍ରା...

ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ...

କରୋନା ପ୍ରତିହତ ପାଇଁ ସହରରେ ସାନିଟାଇଜର ସ୍ପ୍ରେ କଲା ଏନ୍‌ଏସି

ବିଜେପୁର, ୩୧।୩(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବ୍ୟକ୍ତିଗତ ସଚେତନତା ହିଁ ଏକମାତ୍ର ବିକଳ୍ପ। ତେଣୁ ସରକାର ଲକ୍‌ଡାଉନ ଘୋଷଣା କରି ସାମାଜିକ ଦୂରତ୍ୱ...

ପଶୁପକ୍ଷୀଙ୍କୁ ବଣ୍ଟାହେଲା ଜବତ ଜଳଖିଆ, ମିଠା

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଦର୍ପଣୀଗଡ଼ ବଜାରରେ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢାଉ କରି ୩ଟି ଦୋକାନକୁ ସିଲ କରାଯାଇଛି।...

ପିଏମ୍‌ଜିଏସ୍‌ୱାଇ: ମାର୍ଚ୍ଚ ୩୧ ସୁଦ୍ଧା ଖର୍ଚ୍ଚ ନ କଲେ ଅନୁଦାନ ଫେରିବ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।...

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *