Posted inUncategorized

ଅଜୟ କୁମାର ଭଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୨।୮: ଅଜୟ କୁମାର ଭଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୮୪ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଶେଷ କାର୍ଯ୍ୟ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ୧୯୮୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରାଜୀବ ଗୌବା ପୂର୍ବରୁ ସ୍ବରାଷ୍ଟ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ। ତେବେ ତାଙ୍କୁ କ୍ୟାବିନେଟ୍‌ ସଚିବ ନିଯୁକ୍ତି ମିଳିବା ପରେ ସ୍ବରାଷ୍ଟ୍ର ସଚିବ ପଦବୀ ଖାଲି ପଡ଼ିଥିଲା।


All Right Reserved By Dharitri.Com

Posted inUncategorized View All

ଏହି ବ୍ୟକ୍ତିଙ୍କ ସହ ଚନ୍ଦ୍ରକୁ ଯିବା ପାଇଁ ଚାହୁଁଛନ୍ତି ୨୦ ହଜାର ଯୁବତୀ

ଜାପାନର କୋଟିପତି ବ୍ୟବସାୟୀ ୟୁସାକୁ ମାଏଜାବାଙ୍କ ସହ ଚନ୍ଦ୍ର ପାଖକୁ ଯିବା ପାଇଁ ୨୦ ହଜାରରୁ ଅଧିକ ଯୁବତୀ ଆବେଦନ କରିଛନ୍ତି। ୪୪ ବର୍ଷୀୟ ୟୁସାକୁ...

ସାଇକେଲରେ ଶପଥ ଗ୍ରହଣ ଉତ୍ସବକୁ ଯିବେ ଏହି ଏମପି

ନୂଆଦିଲ୍ଲୀ,୩୦।୫: ଲେକା ସଭା ନିର୍ବାଚନରେ ଭାଜପା ନେତୃତ୍ୱଧୀନ ଏନଡିଏ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବା ପରେ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟ...

ପାଣିପାଗ ବିଭାଗର ସତର୍କ ସୂଚନା: ଆସନ୍ତା ୪ ଘଣ୍ଟାରେ ହେବ ପ୍ରବଳ ବର୍ଷା

ମୁମ୍ବାଇ,୨୫।୭: ମୁମ୍ବାଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୪ ଘଣ୍ଟା ମଧ୍ୟରେ ମୁମ୍ବାଇର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଥାନେ, ରାଇଗଡ଼,...

ଆଶାକର୍ମୀଙ୍କୁ ଆକ୍ରମଣ, ୨ ଗିରଫ

ନୟାଗଡ଼ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ରଣପୁର ଥାନା ବିନୋଦପଡାଠାରେ ଭୁବନେଶ୍ୱର ଫେରନ୍ତାଙ୍କ ନାମ ପଞ୍ଜୀକରଣ କରିବାରୁ କରୋନା ଯୋଦ୍ଧା ଆଶାକର୍ମୀ ନଳିନୀ ପ୍ରଧାନଙ୍କୁ ରବିବାର ରାତିରେ ଆକ୍ରମଣ ହୋଇଛି।...

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ...

ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ’ ମୁକୁଟ

ମେଲବୋର୍ନ,୨୯।୬: ଭାରତୀୟ ବଂଶୋଦ୍ଭବ ୨୬ ବର୍ଷୀୟା ପ୍ରିୟା ସେରାଓ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ମେଲବୋର୍ନଠାରେ ଗୁରୁବାର ରାତିରେ ଆୟୋଜିତ ଉକ୍ତ...

ବିବାଦୀୟ ସ୍ଥାନରେ ଦୋକାନ ଅନୁମତି

ଅନୁଗୋଳ ଅଫିସ୍‌, ୧୯।୩: ଅନୁଗୋଳ ବସ୍‌ଷ୍ଟାଣ୍ଡ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖ ଏକ ବିବାଦୀୟ ସ୍ଥାନରେ ଦୋକାନ ଖୋଲିବାକୁ ପୌରପାଳିକା ପକ୍ଷରୁ ଅନୁମତି ଦିଆଯାଇଥିବା...

ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର...

Leave a comment

Your email address will not be published. Required fields are marked *