ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୧୦ା୫: ବୁଧବାର ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ ହୋଇଥିବା ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ଏହି ମତଦାନ ପ୍ରକ୍ରିୟା ସନ୍ଧ୍ୟା ୬ଟା ଯାଏ ଚାଲିବ।

ସୂଚନାଯୋଗ୍ୟ, ମୋଟ୍‌ ୨୫୩ଟି ବୁଥ୍‌ରୁ ୧୪୪ଟି ବୁଥ୍‌ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବା ବେଳେ ପ୍ରଥମଥର ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯାଇଛି । ବୁଥ୍‌ ଗୁଡ଼ିକରେ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ୨୬ଟି ପିଙ୍କ୍‌ ଓ ମ୍ୟୁନିସିପାଲିଟି ଅଞ୍ଚଳକୁ ଛାଡ଼ି ବିଭିନ୍ନ ପଞ୍ଚାୟତରେ କରାଯାଇଛି ୪୦ଟି ମଡେଲ ବୁଥ୍‌। ପିଙ୍କ୍‌ ବୁଥ୍‌ରେ କେବଳ ମହିଳା ପୋଲିଂ ଅଧିକାରୀ ଓ ମହିଳା ପୋଲିସ ଅଧିକାରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?