ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା

ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର
ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର ୩, ବରଗଡ଼ ବ୍ଲକର ୪, ଅତାବିରା ବ୍ଳକର ୧୧, ବରପାଲି ବ୍ଳକର ୨,ବ ରପାଲି ଏନ୍‌ଏସିର ଜଣେ, ପଦ୍ମପୁର ବ୍ଲକର ଜଣେ, ପଦ୍ମପୁର ଏନ୍‌ଏସିର ୧୦, ଭଟଲି ବ୍ଲକର ୭ଜଣ, ସୋହେଲା ବ୍ଲକର ୯, ପାଇକମାଲ ବ୍ଲକର ଜଣେ, ଝାରବନ୍ଧ ବ୍ଲକର ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦୮୩ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୮୮୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri