ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୨ ଜଣ ଶିଶୁ ବି ଅଛନ୍ତି।

ଆଜି ଗଞ୍ଜାମରୁ ସର୍ବାଧିକ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୧ ଏବଂ ଗଜପତିରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୩, ଭଦ୍ରକ ୧, ବଲାଙ୍ଗୀର ୧, କଟକ ୪, ଜଗତସିଂହପୁର ୧, ଯାଜପୁର ୩, ଝାରସୁଗୁଡ଼ା ୨, କଳାହାଣ୍ଡି ୧, କନ୍ଧମାଳ ୧, ଖୋର୍ଦ୍ଧା ୪, କୋରାପୁଟ ୩, ମୟୂରଭଞ୍ଜ ୨, ନବରଙ୍ଗପୁର ୧, ନୟାଗଡ଼ ୧, ନୂଆପଡ଼ା ୧, ପୁରୀରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୋନପୁର ଏବଂ ସୁନ୍ଦରଗଡ଼ରୁ ମଧ୍ୟ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ରେ ପହଞ୍ଚିଥିବା ବେଳେ ୧୨,୭୬,୬୭୫ ଜଣ ସୁସ୍ଥ ହୋଇଛନ୍ତି। ୮୫୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri