Posted inଜାତୀୟ

ନିଜର ମତ ସାବ୍ୟସ୍ତ କଲେ ୬୮ ବର୍ଷୀୟ କର୍କଟ ପୀଡିତ

ଗୁଆହାଟି,୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରତ୍ୟେକ ନାଗରିକ ସେମାନଙ୍କ ଭୋଟଦାନ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ କୁହାଯାଉଛି। ଏବେ ଏଥିରୁ ବାଦ୍‌ ଯାଇ ନାହାଁନ୍ତି ଆସାମର ଜଣେ କର୍କଟ ପୀଡିତ ବ୍ୟକ୍ତି। ବସିର ଅଲି(୬୮) ନାମକ ଏହି ବ୍ୟକ୍ତି କର୍କଟରେ ପୀଡିତ। ଡାକ୍ତର ତାଙ୍କୁ ବିଶ୍ରାମ ନେବା ପାଇଁ ପରାମର୍ଶ ଦେଇଛନ୍ତି। ଏହାପରେ ବି ସେ ନାକରେ ନଳୀ ଲାଗିଥିବା ଅବସ୍ଥାରେ ମତଦାନ କେନ୍ଦ୍ରକୁ ଯାଇ ଭୋଟ ଦେଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ବାସିରଙ୍କ ସହ ତାଙ୍କର ଜଣେ ପିଲାଦିନର ସାଥୀ ମୁକୁତ ଚୌଧୁରୀ ତାଙ୍କୁ ଭୋଟ ଗ୍ରହଣ କେନ୍ଦ୍ରକୁ ନେବାରେ ସାହାଯ୍ୟ କରିଥିଲେ। ସେ କୁହନ୍ତି ବାସିର ଏବେ କର୍କଟର ଶେଷ ପର୍ଯ୍ୟାୟରେ। ହୁଏତ ସେ ଆମ ପାଖରେ ଖୁବ୍‌ କମ୍‌ ସମୟର ଅତିଥି। ହେଲେ ବି ତାଙ୍କ ଦୃଢ ମନୋବଳ ପାଇଁ ସେ ଆଜି ନିଜର ନାଗରିକ ଅଧିକାର ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଆସାମର ପ୍ରାୟ ୭୪ ଲକ୍ଷ ଭୋଟର ୫୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷରେ ଭାରତ ଛାଡ଼ିଛନ୍ତି ୩୫ ହଜାର ଉଦ୍ୟୋଗୀ

କୋଲକାତା,୨୨।୧୦: ୨୦୧୪ରେ କେନ୍ଦ୍ରରେ ମୋଦି ସରକାର କ୍ଷମତାସୀନ ହେବା ପରଠାରୁ ୨୦୨୦ ମଧ୍ୟରେ ୩୫,୦୦୦ ଭାରତୀୟ ଉଦ୍ୟୋଗୀ ଦେଶ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୩,୦୦୦...

ମୁଖ୍ୟମନ୍ତ୍ରୀଙ୍କୁ ମୋଦିଙ୍କ ଥ୍ରୀ-ଟି ମନ୍ତ୍ର

ନୂଆଦିଲ୍ଲୀ,୮ା୮: ଭାରତର ବିକାଶ ପାଇଁ କୃଷି କ୍ଷେତ୍ରରେ ଆଧୁନିକୀକରଣ ସହ ୩-ଟି ମନ୍ତ୍ର ଆପଣାଇବାକୁ ପଡ଼ିବ ବୋଲି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀତି ଆୟୋଗ...

ରକ୍ଷାବନ୍ଧନ ଉପହାର, ମହିଳା ଉଦ୍ୟୋଗୀଙ୍କ ପାଇଁ ୧୬୨୫ କୋଟି ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୮: ରକ୍ଷାବନ୍ଧନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ଉଦ୍ୟୋଗୀମାନଙ୍କୁ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆତ୍ମନିର୍ଭରଶୀଳ ନାରୀ-ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା...

କୋଟାରୁ ଛାତ୍ର ଫେରିବା ଘଟଣା: ରାଜସ୍ଥାନକୁ ୩୬ଲକ୍ଷ ଟଙ୍କା ପ୍ରଦାନ କଲେ ଉତ୍ତରପ୍ରଦେଶ ସରକାର

ଲକ୍ଷ୍ନୌ, ୨୨।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜସ୍ଥାନ ସରାକରଙ୍କୁ ଟଙ୍କା ପ୍ରଦାନ କରିଛନ୍ତି। ରାଜସ୍ଥାନ ସରକାର ଉତ୍ତରପ୍ରଦେଶ ସରକାରଙ୍କୁ ୩୬,୩୬,୬୬୪ ଟଙ୍କାର ଏକ...

୨୩ ମିନିଟ୍‌ ୪୮ ସେକେଣ୍ଡରେ ୨୭ଟି ପୁସ୍ତକ ପଢି ଦେଲେ ସାଢେ ତିନି ବର୍ଷର ବାଳକ

ଲୁଧିଆନା, ୨୯।୭: ପଞ୍ଜାବର ଲୁଧିଆନାରେ ରହୁଥିବା ସାଢେ ତିନି ବର୍ଷର ବାଳକ କୁନୱର ପ୍ରତାପ ସିଂ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏନେ କମ ବୟସରୁ...

ଏକ ଦେଶ ଏକ ନିର୍ବାଚନ କମିଟି ସଦସ୍ୟ ହେବାକୁ ଅଧିର ରଞ୍ଜନ କଲେ ମନା…

କୋଲକାତା,୩।୯ : ଏକ ଦେଶ ଏକ ନିର୍ବାଚନ ସମ୍ପର୍କିତ ପ୍ରସଙ୍ଗ ନେଇ ଦେଶରେ ରାଜନୀତି ତୀବ୍ର ହେବାରେ ଲାଗିଛି। କେନ୍ଦ୍ରରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବିମାନରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇଲା ଏଚଏଏଲ…

ବେଙ୍ଗାଲୁରୁ,୧୪।୨ : ମଙ୍ଗଳବାର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ବେଙ୍ଗାଲୁରୁର ଏରୋ ଇଣ୍ଡିଆ ୨୦୨୩ ରେ ପ୍ରଦର୍ଶିତ ହୋଇଥିବା ‘ହିନ୍ଦୁସ୍ତାନ ଲିଡ ଇନ ଫାଇଟର୍‌ ଟ୍ରେନର (ଏଚଏଲଏଫଟି)...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ...

Advertisement
Archives

Model This Week