ହୁ ହୁ ହୋଇ ବଢୁଛି କରୋନା,ରାଜ୍ୟରେ ୬୮୦ ପଜିଟିଭ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୬ ହଜାର ୬୬୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୩୪, ବରଗଡରୁ ୧୪, ବଲାଙ୍ଗୀରରୁ ୪, କଟକରୁ ୫୯, ଦେବଗଡରୁ ୯, ଢେଙ୍କାନାଳରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧୨, ଜଗତ୍‌ସିଂହପୁରରୁ ୭, ଯାଜପୁରରୁ ୭, ଝାରସୁଗୁଡାରୁ ୨୫, କେନ୍ଦ୍ରାପଡାରୁ ୩, କେନ୍ଦୁଝରରୁ ୮, କୋରାପୁଟରୁ ୯, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୧୩, ନୟାଗଡରୁ ୪, ନୂଆପଡାରୁ ୧, ପୁରୀରୁ ୧୫, ରାୟଗଡରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୪୨, ସୋନପୁରରୁ ୬, ସୁନ୍ଦରଗଡରୁ ୬୯ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୬୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ଖଟିରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ: କର୍ମୀଙ୍କ ସହ ପିଇଲେ ଚା’

ଭୁବନେଶ୍ୱର,୧୯।୩: ଓଡ଼ିଶାରେ ପହଞ୍ଚିଛନ୍ତି ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ବତନ୍ତ୍ର ହେଲିକପ୍ଟରରେ ଆସି ସେ ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି। ବିଜୟ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ...

ବିଜେଡି -ଭାଜପା ମେଣ୍ଟ ପ୍ରସଙ୍ଗ ଉପରେ ଏଭଳି ବୟାନ ଦେଲେ ପ୍ରଦୀପ୍ତ ନାଏକ, ବଢୁଛି…

ଭୁବନେଶ୍ୱର,୧୯।୩: ବିଜେଡି -ଭାଜପା ମେଣ୍ଟକୁ ନେଇ ଚିତ୍ର ସ୍ପଷ୍ଟ ହୋଉନାହିଁ। ଯାହାକୁ ନେଇ ଦ୍ୱନ୍ଦ ଜାରି ରହିଛି। ଏହି ସମୟରେ ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା...

ପୁଣି ଦିଲ୍ଲୀରେ ବୈଠକ: ମେଣ୍ଟ ଦ୍ୱନ୍ଦ ଭିତରେ ଆସିବ କି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୧୯।୩: ଦିଲ୍ଲୀରେ ମଙ୍ଗଳବାର ପୁଣି ବୈଠକ ବସିବ। ଏ ନେଇ ଫୋକସ୍‌ରେ ରହିଛି ଓଡ଼ିଶା ।  ଓଡ଼ିଶା ସମେତ ୮ଟି  ରାଜ୍ୟରେ ଲୋକସଭା ପ୍ରାର୍ଥୀ  ଚୟନ...

ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ନିୟମରେ ପରିବର୍ତ୍ତନ… 

ଭୁବନେଶ୍ୱର,୧୯।୩: ଆଗମୀ ଦିନରେ ରାଜ୍ୟରେ  ଗ୍ରୀଷ୍ମ ପ୍ରବାହ ବଢ଼ିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏବେଠୁ ପ୍ରସ୍ତୁତ ହୁଅ ।...

ଅମାନିଆଙ୍କ ପାଇଁ ଟ୍ରାଫିକ ପୋଲିସର କଡ଼ା ନିୟମ: ରେଡ୍‌ ସିଗ୍‌ନାଲ ଭାଙ୍ଗିଲେ…

ଭୁବନେଶ୍ୱର,୧୯।୩: ରାଜଧାନୀରେ ଟ୍ରାଫିକ ସିଗନାଲ ଭାଙ୍ଗିଲେ ତଣ୍ଡ ଗଣିବେ ଗାଡି ଚାଳକ। ଏଥିସହିତ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ବି ଭୟ ରହିଛି। ଟ୍ରାଫିକ ସିଗନାଲ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri