Posted inଜାତୀୟ

ଚନ୍ଦ୍ରଯାନରୁ ଚନ୍ଦ୍ରର ପ୍ରଥମ ଫଟୋ

ଚନ୍ଦ୍ରୟାନ-୨ ଚନ୍ଦ୍ରର କକ୍ଷପଥରେ ଅବସ୍ଥାପିତ ହେବାର ଦିନକ ପରେ ଅର୍ଥାତ ବୁଧବାର ଏହି ଚିତ୍ର ଉତ୍ତୋଳନ କରି ପ୍ରେରଣ କରିଛି ଲ୍ୟାଣ୍ଡର ବିକ୍ରମ। ଏହି ଫଟୋକୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଗୁରୁବାର ଟୁଇଟରରେ ଶେୟାର କରାଯାଇଛି। ଭାରତର ଦ୍ୱିତୀୟ ମିଶନ ଚନ୍ଦ୍ରୟାନ-୨ ଜୁଲାଇ ୨୨ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ବନ ମହାକାଶ କେନ୍ଦ୍ରରୁ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା।


All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆରଏସଏସ କର୍ମକର୍ତ୍ତାଙ୍କୁ ହତ୍ୟା: ସ୍ତ୍ରୀ, ପୁଅଙ୍କୁ ବି ଛାଡିଲେନି

କୋଲକାତା,୧୦।୧୦:ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା କରାଯାଇଛି। ମୃତକମାନେ ହେଲେ ବନ୍ଧୁପ୍ରକାଶ ପାଲ, ତାଙ୍କ ସ୍ତ୍ରୀ ବ୍ୟୁଟି ପାଲ ଏବଂ ୮ ବର୍ଷର...

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ...

ସତ୍ୟପାଲ୍‌ଙ୍କ ନିମନ୍ତ୍ରଣର ଉତ୍ତର ଦେଲେ ରାହୁଲ: ପଚାରିଲେ କେବେ ଯାଇପାରିବି କଶ୍ମୀର ?

ନୂଆଦିଲ୍ଲୀ, ୧୪।୮: ଜମ୍ମୁ-କଶ୍ମୀର ଗସ୍ତରେ ଯିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ରାଜ୍ୟପାଳ ସତ୍ୟପାଲ୍‌ ମଲିକ୍‌ ନିମନ୍ତ୍ରଣ କରିଛନ୍ତି। ସତ୍ୟପାଲ୍‌ଙ୍କ ଟୁଇଟର ନିମନ୍ତ୍ରଣ ଉତ୍ତରରେ...

କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲା : ୟୁପିରେ ୩୫ କଂଗ୍ରେସ ନେତାଙ୍କ ଇସ୍ତଫା

ଚଣ୍ଡିଗଡ଼, ୩୦ା୬ (ପି.ଟି.): ହରିୟାଣା କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲାରେ ଶନିବାର ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଗ୍ୟାଙ୍ଗଷ୍ଟର କୌଶଲ୍‌ଙ୍କ...

ବାରାଣସୀ ଘାଟ ଶ୍ମଶାନର ସଂସ୍କାରକ ହେଲେ ମୋଦିଙ୍କ ପ୍ରସ୍ତାବକ

ବାରାଣସୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମୋଦିଙ୍କ ଚାରିଜଣ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଶ୍ମଶାନ ଘାଟର...

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର...

ଫିଲ୍ମ ଅନ୍ଦାଜରେ କମ୍ପାନୀରେ ହଙ୍ଗାମା କଲେ ଯୁବତୀ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜହାଁଗିରପୁରୀରେ ରହୁଥିବା ଜଣେ ଯୁବତୀଙ୍କୁ ନିଜ ଅଫିସରେ ହଙ୍ଗାମା କରିଥିବା ଦେଖିବାକୁ ମିଳିଛି। ସେକ୍ଟର-୧୮ ସ୍ଥିତ ଥିବା ଏକ କନଷ୍ଟ୍ରକସନ୍‌ କମ୍ପାନୀ ଜିଆର...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୨।୧୨: ପାକିସ୍ତାନ ଲଗାତାର ଦ୍ୱିତୀୟ ଦିନ ପାଇଁ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖାଠାରେ ଥିବା ପୁଞ୍ଚ ଜିଲାର ଶାହପୁର, କିରନି ଏବଂ...

Leave a comment

Your email address will not be published. Required fields are marked *